www.samajalive.in
Monday, December 15, 2025
24.1 C
Bhubaneswar

ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ସମାଜ ଡିଜିଟାଲ ଡେସ୍କ: ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ରାଜ୍ୟ ସରକାରଙ୍କ ବର୍ଷ ପୂର୍ତ୍ତି ପାଳନ ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ସାମିଲ ହେବାକୁ ଆସିବେ ପ୍ରଧାନମନ୍ତ୍ରୀ । ଜୁନ୍‍ ୧୧ କିମ୍ବା ୧୨ରେ ଓଡିଶା ଆସିବା ନେଇ ସୂଚନା ମିଳିଛି । ବିଜେପି ସରକାରକୁ ବର୍ଷେ ପୁରିଥିବାରୁ ସରକାର ଏହାକୁ ଧୁମଧାମରେ ପାଳନ କରିବାକୁ ଯାଉଛନ୍ତି ।

 

Hot this week

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

ସମ୍ପାଦକୀୟ : ସଲ୍ଟଲେକ୍‌ ଦୁଃଖ

ନିୟମ ସମସ୍ତଙ୍କ ପାଇଁ ସମାନ କଲକାତାର ସଲ୍ଟଲେକ୍ ଷ୍ଟାଡିୟମରେ ବିଶ୍ୱର ମହାନ ଫୁଟବଲ...

Related Articles

Popular Categories