www.samajalive.in
Saturday, December 13, 2025
23.1 C
Bhubaneswar

ଦେଶ ଯବାନମାନଙ୍କ ହାତରେ ନିରାପଦ ଅଛି – ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଦେଶଠାରୁ ବଳି ଆଉ କିଛି ଅଧିକ ଗୁରୁତ୍ୱପୂର୍ଣ୍ଣ ନୁହେଁ ଏବଂ ଦେଶ ଯବାନମାନଙ୍କ ହାତରେ ନିରାପଦରେ ଅଛି ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ରାଜସ୍ଥାନର ଚୁରୁଠାରେ ଏକ ସାଧାରଣ ସଭାରେ ଉଦ୍‍ବୋଧନ ଦେଇ ଶ୍ରୀ ମୋଦୀ କହିଛନ୍ତି, ବିଶ୍ୱ ଏକ ସ୍ଥିର ସରକାରର ଶକ୍ତି ଦେଖୁଛି। ଶ୍ରୀ ମୋଦୀ କେନ୍ଦ୍ର ସରକାରଙ୍କ ବିଭିନ୍ନ ଯୋଜନା ବିଷୟ ଉଲ୍ଲେଖ କରି କହିଛନ୍ତି, ଭାରତ ଏକ ନୂଆ ଗତିରେ ବିକାଶ ଆଡ଼କୁ ଅଗ୍ରସର ହେଉଛି। ସେ କହିଛନ୍ତି, ଚାରି ବର୍ଷ ଭିତରେ ଦେଢ଼ କୋଟି ବାସଗୃହ ନିର୍ମାଣ କରାଯାଇଛି ଓ ୫୦ଲକ୍ଷ ଲୋକ ପ୍ରଧାନମନ୍ତ୍ରୀ କିଷାନ ସମ୍ମାନନିଧି ଯୋଜନା ପାଇଁ ଯୋଗ୍ୟ ବିବେଚିତ ହୋଇଛନ୍ତି। ଗୃହ ଋଣ ଉପରେ ସୁଧହାର କମ କରାଯାଇଥିବା ସେ କହିଛନ୍ତି।

Hot this week

ସୂର୍ଯ୍ୟ ମନ୍ଦିରରୁ ବାଲିକଢ଼ା

ଐତିହ୍ୟ ଓ ପର୍ଯ୍ୟଟନସ୍ଥଳୀ କୋଣାର୍କର ସୂର୍ଯ୍ୟ ମନ୍ଦିର କଳା, ସଂସ୍କୃତି ଓ...

ଚୀନ୍‌ ଉପରେ ଲଗାମ ଲାଗିବ: ଗ୍ରେଟ୍‌ ନିକୋବର ଦ୍ୱୀପରେ ଦ୍ୱିତୀୟ ବିମାନବନ୍ଦର ନିର୍ମାଣ ଆରମ୍ଭ

ନୂଆଦିଲ୍ଲୀ: ଚୀନ୍‌ର ବଢ଼ୁଥିବା ମହତ୍ତ୍ୱାକାଂକ୍ଷାର ଜବାବରେ, ଭାରତ ମଲାକ୍କା ପ୍ରଣାଳୀରେ ଏକ...

ଭୟାବହ ଅଗ୍ନିକାଣ୍ଡ : ଜଳିଗଲା ୬ ଦାମୀ ଗାଡ଼ି ସହ ୪ ଦୋକାନ ଏବଂ ଗୋଟିଏ ଘର

ବାଲିପାଟଣା/ ବାଲିଅନ୍ତା: ଭୁବନେଶ୍ୱର ଉପକଣ୍ଠ ବାଲିଅନ୍ତା ବଜାରରେ ଭୟାଵହ ଅଗ୍ନିକାଣ୍ଡ ଘଟିଛି।...

ଚିନ୍ତାକଳ୍ପ : ସେବକ ନୁହେଁ, ସଖା

ପଞ୍ଜାବର ନାମୀ ସମାଜ ସଂସ୍କାରକ ଭାବରେ ଖ୍ୟାତି ଥିଲା ରାୟ ବାହାଦୁର...

ସମ୍ପାଦକୀୟ : ନାଇଡୁଙ୍କ ପରଖ

ବେଗ ଅପେକ୍ଷା ଗୁଣବତ୍ତା ଅଧିକ ଜରୁରୀ ସାଧାରଣତଃ ସରକାର କିପରି ଚାଲିଛି, ମନ୍ତ୍ରୀମାନେ...

Related Articles

Popular Categories