www.samajalive.in
Sunday, December 7, 2025
13.1 C
Bhubaneswar

ସୁର ସମ୍ରାଜ୍ଞୀଙ୍କ ପରଲୋକରେ ପ୍ରଧାମନମନ୍ତ୍ରୀଙ୍କ ଶୋକ

ନୂଆଦିଲ୍ଲୀ: ସୁର ସମ୍ରାଜ୍ଞୀ ଲତା ମଙ୍ଗେସକରଙ୍କ ପରଲୋକରେ ପ୍ରଧାମନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୋକ ପ୍ରକାଶ କରିଛନ୍ତି । ଲତାଙ୍କ ବିୟୋଗରେ ଟ୍ୱିଟ୍‍ କରି ଦୁଃଖ ପ୍ରକାଶ କରିବା ସହ ଶୋକସନ୍ତପ୍ତ କରିବାରକୁ ସମବେଦନା ଜଣାଇଛନ୍ତି । ପ୍ରଧାନମନ୍ତ୍ରୀ ତାଙ୍କ ଟ୍ୱିଟରେ ଲେଖିଛନ୍ତି ମୁଁ ଏପରି ଖବର ଶୁଣି ବୁହୁତ ଦୁଃଖିତ । ଲତା ଦିଦି ଆମକୁ ଛାଡି ଚାଲିଯାଇଛନ୍ତି । ସର୍ବଦା ଲତା ଦିଦିଙ୍କଠାରୁ ଅପାର ସ୍ନେହ ପାଇଛି । ତାଙ୍କ ସହ ମୋର ସବୁ ସ୍ମୃତି ମନେରହିବ । ସେ ଆମ ଦେଶରେ ଏକ ଶୂନ୍ୟସ୍ଥାନ ଛାଡିଛନ୍ତି ଯାହା ପୂରଣ କେହି କରିପାରିବେ ନାହିଁ ବୋଲି ମୋଦି କହିଛନ୍ତି । ଆଗାମୀ ପିଢ଼ି ତାଙ୍କୁ ମନେ ରଖିବେ । ତାଙ୍କର ସ୍ୱରରେ ଲୋକଙ୍କ ମନ ଜିଣିବାରେ ଅପୂର୍ବ କ୍ଷମତା ଥିଲା ବୋଲି ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories