www.samajalive.in
Saturday, December 13, 2025
26.1 C
Bhubaneswar

ଦୁଇ ଦିନିଆ ଗୁଜରାଟ ଗସ୍ତରେ ପ୍ରଧାନମନ୍ତ୍ରୀ ମୋଦୀ; ସର୍ଦ୍ଦାର ପଟେଲ ପ୍ରାଣୀ ଉଦ୍ୟାନର ଉଦଘାଟନ କରିବେ

ଗାନ୍ଧିନଗର : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୁକ୍ରବାର ଗୁଜରାଟରେ ପହଞ୍ଚିଛନ୍ତି। ସେ ଦୁଇ ଦିନ ଗୁଜରାଟରେ ରହିବେ। ପ୍ରଧାନମନ୍ତ୍ରୀ ଗୁଜରାଟରେ ପହଞ୍ଚି ଗତକାଲି(ଗୁରୁବାର) ମୃତ୍ୟୁବରଣ କରିଥିବା ପୂର୍ବତନ ମୁଖ୍ୟମନ୍ତ୍ରୀ କେଶୁଭାଇ ପଟେଲଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।

ମିଳିଥିବା ସୂଚନା ଅନୁଯାୟୀ, ପ୍ରଧାନମନ୍ତ୍ରୀ ମୋଦୀ ଆଜି ନର୍ମଦା ଜିଲ୍ଲାର କେଭାଡିଆର ଜଙ୍ଗଲ ସଫାରି ନାମରେ ଜଣାଶୁଣା ସର୍ଦ୍ଦାର ପଟେଲ ପ୍ରାଣୀ ଉଦ୍ୟାନର ଉଦଘାଟନ କରିବେ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories