www.samajalive.in
Saturday, December 6, 2025
19.1 C
Bhubaneswar

ଆଜି ମିଳିବ ପିଏମ୍ କିଷାନର ୧୩ତମ କିସ୍ତି

ନୂଆଦିଲ୍ଲୀ : ପିଏମ୍ କିଷାନ  ସମ୍ମାନ ନିଧି (ପିଏମ୍-କିଷାନ) ଯୋଜନାର ୧୩ତମ କିସ୍ତି ସହାୟତା ରାଶି ଆଜି ପ୍ରଦାନ କରାଯିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଶର ୮କୋଟିରୁ ଅଧିକ କୃଷକଙ୍କ ବ୍ୟାଙ୍କ ଆକାଉଣ୍ଟକୁ ମୋଟ ୧୬,୮୦୦ କୋଟି ଟଙ୍କା ଡିବିଟି ମାଧ୍ୟମରେ ପ୍ରଦାନ କରିବେ। ପ୍ରତ୍ୟେକ କୃଷକଙ୍କୁ ୨୦୦୦ ଟଙ୍କା ଲେଖାଏଁ ମିଳିବ। କର୍ଣ୍ଣାଟକର ବେଲଗାଭିରେ ଆୟୋଜିତ ଏକ ଉତ୍ସବରେ ପ୍ରଧାନମନ୍ତ୍ରୀ କୃଷକଙ୍କ ଆକାଉଣ୍ଟକୁ ଟଙ୍କା ପଠାଇବେ। ଏହି ଅବସରରେ କେନ୍ଦ୍ର କୃଷିମନ୍ତ୍ରୀ ନରେନ୍ଦ୍ର ସିଂହ ତୋମାର, କୃଷି ସଚିବ ମନୋନ ଆହୁଜା ଉପସ୍ଥିତ ରହିବେ। ପିଏମ୍ କିଷାନ ଯୋଜନାରେ ପ୍ରତି କୃଷକଙ୍କୁ ବାର୍ଷିକ ୬୦୦୦ ଟଙ୍କା ଲେଖାଏଁ ତିନିଟି କିସ୍ତିରେ ପ୍ରଦାନ କରାଯାଉଛି। ବର୍ତ୍ତମାନ ସୁଦ୍ଧା ଏହି ଯୋଜନାରେ ୨.୨୫ ଲକ୍ଷ କୋଟି ଟଙ୍କା ବଣ୍ଟନ କରାଗଲାଣି।

Hot this week

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

Related Articles

Popular Categories