www.samajalive.in
Saturday, December 6, 2025
26.1 C
Bhubaneswar

ତେଲଙ୍ଗାନାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ହାଇଦ୍ରାବାଦ : ତେଲଙ୍ଗାନା ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଶନିବାର ସକାଳେ ପ୍ରଧାନମନ୍ତ୍ରୀ ତେଲଙ୍ଗାନାର ୱାରଙ୍ଗାଲରେ ପହଞ୍ଚିବା ପରେ ଭଦ୍ରକାଳୀ ମନ୍ଦିରରେ ପୂଜାର୍ଚ୍ଚନା, ଦର୍ଶନ କରିବା ସହ ପ୍ରାର୍ଥନା କରିଛନ୍ତି। ଏହା ପରେ ସେ ରାଜ୍ୟ ପାଇଁ ପ୍ରାୟ ୬,୧୦୦ କୋଟି ଟଙ୍କା ମୂଲ୍ୟର ଭିତ୍ତିଭୂମି ବିକାଶ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି। ଏହି କାର୍ୟ୍ୟକ୍ରମରେ ଅଂଶଗ୍ରହଣ କରିବା ପରେ ମୋଦୀ ଏକ ସାଧାରଣ ସଭାରେ ସମ୍ବୋଧିତ କରିବେ। ଚଳିତ ବର୍ଷ ମତଦାନ ସୀମା ରାଜ୍ୟ ତେଲଙ୍ଗାନା ଗସ୍ତରେ ଏହା ହେଉଛି ପ୍ରଧାନମନ୍ତ୍ରୀ ମୋଦୀଙ୍କର ତୃତୀୟ ଗସ୍ତ। ଏହାପୂର୍ବରୁ ସେ ଜାନୁଆରୀ-ଏପ୍ରିଲରେ ତେଲଙ୍ଗାନା ପରିଦର୍ଶନ କରିଥିଲେ।

Hot this week

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

Related Articles

Popular Categories