www.samajalive.in
Sunday, December 7, 2025
26.1 C
Bhubaneswar

ସେପ୍ଟେମ୍ବର ୧୭ରେ ୧୧ଟା ୫୫ରେ ଜନତା ମଇଦାନରେ ପହଞ୍ଚିବେ ପ୍ରଧାନମନ୍ତ୍ରୀ ମୋଦୀ..

ଭୁବନେଶ୍ୱର : ଦିନିକିଆ ଓଡିଶା ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ମଙ୍ଗଳବାର ସେପ୍ଟେମ୍ବର ୧୭ରେ ଭୁବନେଶ୍ୱର ବିମାନବନ୍ଦରରେ ଆସି ୧୦ଟା ୫୦ରେ ଆସି ପହଞ୍ଚିବେ । ୧୧ଟା ୪୫ରେ ଗାଡକଣ ଛାଡି ୧୧ଟା ୫୫ରେ ଜୟଦେବ ବିହାରର ଜନତା ମଇଦାନରେ ପହଞ୍ଚିବେ । ଜନତା ମଇଦାନରେ ଦିନ ୧ଟା ପର୍ଯ୍ୟନ୍ତ ରହିବେ ପ୍ରଧାନମନ୍ତ୍ରୀ । ସେଠାରେ ବିଭିନ୍ନ ଜନକଲ୍ୟାଣ ଯୋଜନାର ଶୁଭାରମ୍ଭ କରିବା ସହ ଲୋକର୍ପଣ କରିବେ ।ଜନତା ମଇଦାନ କାର୍ଯ୍ୟକ୍ରମ ସାରି ୧ଟା ୨୦ରେ ଦିଲ୍ଲୀ ଫେରିଯିବେ ।

ଜନତା ମଇଦାନରେ ସୁଭଦ୍ରା ଯୋଜନାରେ ହିତାଧିକାରୀରୁ ପ୍ରଥମ କିସ୍ତି ବଣ୍ଟନ କରିବେ ପ୍ରଧାନମନ୍ତ୍ରୀ। ମୋଦୀଙ୍କ ଗସ୍ତ ପାଇଁ ଭୁବନେଶ୍ୱରରେ ଟ୍ରାଫିକ୍‌‌ ନିର୍ଦ୍ଦେଶନାମା ଜାରି କରିଛି କମିଶନରେଟ ପୁଲିସ। ଲୋକଙ୍କ ଯିବା ଆସିବା ଓ ଗାଡି ପାର୍କିଂ ପାଇଁ କଟକଣା ଜାରି କରାଯାଇଛି। ଆସନ୍ତାକାଲି ସକାଳ ୭ଟା ୩୦ରୁ ଅପରାହ୍ନ ୩ଟା ଯାଏଁ କଟକଣା ଲାଗୁ ହେବ।

ଜାଣନ୍ତୁ : ଏହି ରାଶିର ଲୋକେ କମ୍‌ ପରିଶ୍ରମ ପରେ ବି ହୁଅନ୍ତି କୋଟିପତି, ଟଙ୍କା ମାମଲାରେ ଏମାନେ ଭାଗ୍ୟଶାଳୀ..

- Advertisement -

Hot this week

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

Related Articles

Popular Categories