www.samajalive.in
Saturday, December 6, 2025
26.1 C
Bhubaneswar

ଚଣ୍ଡିଖୋଲରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ଭୁବନେଶ୍ୱର : ଦିନିକିଆ ଓଡିଶା ଗସ୍ତରେ ପ୍ରଧାନମନ୍ତ୍ରୀ। ଚଣ୍ଡିଖୋଲରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ପ୍ରଧାନମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଛନ୍ତି। ଭୁବନେଶ୍ୱରରୁ ସିଧାସଳଖ ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ପ୍ରଧାନମନ୍ତ୍ରୀ ଯାଜପୁରର ଚଣ୍ଡିଖୋଲରେ ପହଞ୍ଚିଛନ୍ତି। ସରକାରୀ କାର୍ଯ୍ୟରେ ଉଭୟ ରାଜ୍ୟ ଓ ରାଷ୍ଟ୍ରୀୟ ମୁଖ୍ୟ ଯୋଗ ଦେବେ। ଓଡିଶା ପାଇଁ ୨୦ ହଜାର କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ବିକାଶୋନ୍ମୁଖୀ ପ୍ରକଳ୍ପର ଉପହାର ଦେବେ ପ୍ରଧାନମନ୍ତ୍ରୀ। ମାସକ ପରେ ପୁଣି ପ୍ରଧାନମନ୍ତ୍ରୀ ଓଡିଶା ଆସିଛନ୍ତି।

Hot this week

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

Related Articles

Popular Categories