www.samajalive.in
Sunday, December 7, 2025
16.1 C
Bhubaneswar

ଚଣ୍ଡିଖୋଲ ସଭାରେ ପ୍ରଧାନମନ୍ତ୍ରୀ ; ୨୦ ହଜାର କୋଟିର ବିଭିନ୍ନ ପ୍ରକଳ୍ପର ଦେଲେ ଭେଟି..

ଭୁବନେଶ୍ୱର : ଦିନିକିଆ ଓଡିଶା ଗସ୍ତରେ ପ୍ରଧାନମନ୍ତ୍ରୀ। ଚଣ୍ଡିଖୋଲ ସଭାରେ ପ୍ରଧାନମନ୍ତ୍ରୀଙ୍କ ସହ ରାଜ୍ୟପାଳ ରଘୁବର ଦାସ ଉପସ୍ଥିତ ରହିଛନ୍ତି। ସଭାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଉପସ୍ଥିତ ରହିଛନ୍ତି। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ବିଶ୍ୱେଶ୍ୱର ଟୁଡୁ ମଧ୍ୟ ଉପସ୍ଥିତ ରହିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ୨୦ ହଜାର କୋଟିର ବିଭିନ୍ନ ପ୍ରକଳ୍ପର ଭେଟି ଦେଇଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଓଡିଶାର ୩ଟି ନୂଆ ଟ୍ରେନ୍‌‌ର ସେବାର ମଧ୍ୟ ଶୁଭାରମ୍ଭ କରିଛନ୍ତି। କେନ୍ଦୁଝରଗଡ ଷ୍ଟେସନରୁ ପୁରୀ-ଆନନ୍ଦବିହାର ଟର୍ମିନାଲ ମଧ୍ୟରେ ନୂଆ ଟ୍ରେନ, ପାରାଦୀପ ଷ୍ଟେସନରୁ ପାରାଦୀପ-କେନ୍ଦୁଝର, ଏମ୍‌‌ଏମ୍‌‌ଏଲ୍‌‌ପି ଯାଜପୁର, ଓଡିଶାରୁ ଆଇସିଡି ଦାଦରୀ, ଉତ୍ତରପ୍ରଦେଶରୁ କଣ୍ଟେନର୍‌‌ ଟ୍ରେନ୍‌‌ର ଶୁଭାରମ୍ଭ କରିଛନ୍ତି।

Hot this week

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

Related Articles

Popular Categories