www.samajalive.in
Saturday, December 6, 2025
23.1 C
Bhubaneswar

ଉତ୍କଳ ଦିବସର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ : ସୋମବାର ଉତ୍କଳ ଦିବସର ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ସୋସିଆଲ୍‌‌ ମିଡିଆ ଏକ୍ସରେ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ। ଓଡିଶାବାସୀଙ୍କ ସଫଳତା ଓ ସମୃଦ୍ଧି କାମନା କରିଛନ୍ତି। ଏହି ଦିନ ଆମକୁ ଓଡିଶା ସମୃଦ୍ଧ, ସଂସ୍କୃତି, ଐତିହ୍ୟ ଓ କର୍ମତତ୍ପର..। ଜନସାଧାରଣଙ୍କ ବିଷୟରେ ସ୍ମରଣ କରାଇଥାଏ। ରାଷ୍ଟ୍ରର ପ୍ରଗତିରେ ରାଜ୍ୟର ଉଲ୍ଲେଖନୀୟ ଯୋଗଦାନ ରହିଛି ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories