www.samajalive.in
Saturday, December 6, 2025
16.1 C
Bhubaneswar

ମେ’ ୫ ପରେ ୧୦ରେ ପୁଣି ଓଡିଶା ଆସିବେ ପ୍ରଧାନମନ୍ତ୍ରୀ; ଭୁବନେଶ୍ୱରରେ କରିବେ ରୋଡ୍ ସୋ..

ଭୁବନେଶ୍ୱର : ମେ’ ୫ ପରେ ମେ’ ୧୦ରେ ଓଡିଶା ଗସ୍ତରେ ପୁଣି ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ୨ ଦିନିଆ ଓଡିଶା ଗସ୍ତରେ ଆସିବେ। ୫ ଓ ୬ ତାରିଖ ଗସ୍ତ ପରେ ୧୦ରେ ଆସିବେ ମୋଦୀ। ୧୦ ତାରିଖରେ ପ୍ରଧାନମନ୍ତ୍ରୀଙ୍କ ଭୁବନେଶ୍ୱରରେ ରୋଡ୍ ସୋ’ କରିବାର କାର୍ଯ୍ୟକ୍ରମ ରହିଛି। ୧୧ ତାରିଖରେ ବଲାଙ୍ଗୀର ସାଧାରଣ ସଭାରେ ଯୋଗ ଦେବାର ମଧ୍ୟ କାର୍ଯ୍ୟକ୍ରମ ରହିଛି।

୨୪ ଘଣ୍ଟାରେ କାଳବୈଶାଖୀ ବର୍ଷା ସମ୍ଭାବନା ; ତାତିରୁ ମିଳିବ ତ୍ରାହି..

- Advertisement -

ସୂଚନା ଯୋଗ୍ୟ, ଓଡିଶା ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ରବିବାର ଓଡିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ରାତି ସାଢେ ୯ଟାରେ ଭୁବନେଶ୍ୱରରେ ପହଞ୍ଚିବେ। ରାତିରେ ଭୁବନେଶ୍ୱରରେ ରହିବେ। ସୋମବାର ବ୍ରହ୍ମପୁର ଓ ନବରଙ୍ଗପୁରରେ ପ୍ରଧାନମନ୍ତ୍ରୀ ସଭାରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଏନେଇ ବିଜେପି ରାଜ୍ୟ ଉପସଭାପତି ଗୋଲକ ମହାପାତ୍ରଙ୍କ ପକ୍ଷରୁ ଶନିବାର ସୂଚନା ମିଳିଛି।

ଅକ୍ଷୟ ତୃତୀୟା ; ଆଲମିରାରେ ରଖନ୍ତୁ ଏହି ୫ଟି ଜିନିଷ; ହେବେ ମାଲାମାଲ୍ ,ଖାଲି ହେବନି ଆଲମିରା, ପକେଟ୍..

Hot this week

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

ସମ୍ପାଦକୀୟ: ଇଣ୍ଡିଗୋ ସଂକଟ

ଭାରତୀୟ ବିମାନ ସେବା ଇତିହାସରେ ନିକଟ ଅତୀତରେ ଘଟିଥିବା ସବୁଠାରୁ ବଡ଼...

ଗୋପବନ୍ଧୁ ଐତିହ୍ୟର ବାହକ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶେଷ ଜୀବନରେ ମହାନ ବର୍ଷୀୟାନ ପୁରୁଷ...

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

Related Articles

Popular Categories