www.samajalive.in
Saturday, December 6, 2025
16.1 C
Bhubaneswar

ଗାଡକଣରେ ଆବାସ ହିତାଧିକାରୀଙ୍କୁ ଗୃହ ପ୍ରବେଶ କରାଇ କ୍ଷୀରି ଖାଇଲେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର : ଦିନିକିଆ ଓଡିଶା ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ।୧୦ଟା ୫୦ରେ ପ୍ରଧାନମନ୍ତ୍ରୀ ସ୍ୱତନ୍ତ୍ର ବିମାନ ଯୋଗେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ଏୟାରପୋର୍ଟରୁ ବାହାରି ଗାଡକଣ ଯାଇଛନ୍ତି। ସେଠାରେ ଆବାସ ହିତାଧିକାରୀଙ୍କୁ ଗୃହ ପ୍ରବେଶ କରାଇବା ପରେ ତାଙ୍କ ସହ ଆଲୋଚନା କରିଛନ୍ତି ପ୍ରଧାନମନ୍ତ୍ରୀ । ଏହି ସମୟରେ ପ୍ରଧାନମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଧ୍ୟ ଉପସ୍ଥିତ ରହିଛନ୍ତି । ଜଣେ ହିତାଧିକାରୀଙ୍କ ଘରେ କ୍ଷୀରି ଖାଇଲେ ପ୍ରଧାନମନ୍ତ୍ରୀ। ଆବାସ ହିତାଧିକାରୀ ଅନ୍ତର୍ଯ୍ୟାମୀ ନାୟକଙ୍କ ଘରେ କ୍ଷୀରି ଖାଇଛନ୍ତି ।

ଭିଡିଓରେ ଦେଖନ୍ତୁ ; ‘ବନ୍ଦେ ଭାରତ’କୁ ସବୁଜ ପତାକା ଦେଖାଇବା ସମୟରେ ଧାରଣାକୁ ଖସି ପଡିଲେ ବିଜେପି ବିଧାୟିକା ..

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories