www.samajalive.in
Wednesday, December 10, 2025
23.1 C
Bhubaneswar

ପ୍ରଧାନମନ୍ତ୍ରୀଙ୍କ ରୋଡ ସୋ’

ଭୁବନେଶ୍ୱର : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଙ୍ଗଳବାର ଭୁବନେଶ୍ୱରରେ ରୋଡ ସୋ’ କରିଛନ୍ତି। ବିଜେପିର ଷ୍ଟାର ପ୍ରଚାରକ ପ୍ରଧାନମନ୍ତ୍ରୀ ମୋଦୀ ଏୟାରପୋର୍ଟରେ ପହଞ୍ଚିବା ପରେ ଏହି ରୋଡ ସୋ’ ଆରମ୍ଭ କରିଛନ୍ତି। ମୋଦୀଙ୍କ ଏହି ରୋଡ ସୋ’ ଏୟାରପୋର୍ଟରୁ ବାହାରି ବରମୁଣ୍ଡା ପଡିଆ ପର୍ଯ୍ୟନ୍ତ ଚାଲିବ। ଏହି ରୋଡ ସୋରେ ପ୍ରଧାନମନ୍ତ୍ରୀଙ୍କୁ ଦେଖିବା ପାଇଁ ହଜାର ହଜାର ଦର୍ଶକଙ୍କ ଜନସମାଗମ ଦେଖିବାକୁ ମିଳିଛି। ରୋଡ ସୋ ପରେ ପ୍ରଧାନମନ୍ତ୍ରୀ ମୋଦୀ ବରମୁଣ୍ଡାରେ ଆୟୋଜିତ ଏକ ଜନସଭାକୁ ସମ୍ବୋଧିତ କରିବେ।

Hot this week

ଆସନ୍ତା ୧୩ ରୁ ସପ୍ତାହାନ୍ତରେ ଦିନ ସାରା ଖୋଲା ରହିବ ବିଡିଏ ପାର୍କ

ଭୁବନେଶ୍ୱର : ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ଏହାର ପାର୍କଗୁଡ଼ିକର ଖୋଲା...

ମାନବାଧିକାର : ଜୀବନର ଆବଶ୍ୟକତା

ମିଳିତ ଜାତିସଂଘ ଆନୁକୂଲ୍ୟରେ ୨୦୨୫ ମସିହାର ମାନବ ଅଧିକାର ଦିବସ (ଡିସେମ୍ବର...

ମହାନଦୀ ପାଇଁ ଉଚ୍ଚସ୍ତରୀୟ କମିଟି ଗଠନ

ଭୁବନେଶ୍ଵର : ରାଜ୍ୟ ସରକାରଙ୍କ ଜଳ ସମ୍ପଦ ବିଭାଗଦ୍ଵାରା ମାନ୍ୟବର...

ସୀମା ଟପିଲା ବର୍ବରତା: ୬ବର୍ଷର ଝିଅ ସହିତ ନିର୍ଭୟା ପରି ଘଟଣା

ସମାଜ ଡିଜିଟାଲ ଡେସ୍କ: ଗୁଜୁରାଟର ରାଜକୋଟରେ ଚାଞ୍ଚଲ୍ୟ । ଜଣେ ନିର୍ଦ୍ଦୋଷ,...

ଜେଲ୍‌ ଅଛି ତ ବେଲ୍‌ ଅଛି

କଥା କଥାକେ ଆମ ସମାଜରେ ଅସାମାଜିକ ଲୋକଙ୍କ ମୁହଁରେ ଏହି ବାକ୍ୟ...

Related Articles

Popular Categories