www.samajalive.in
Wednesday, December 10, 2025
18.1 C
Bhubaneswar

କରୋନା ଟିକା ନେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ :  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସୋମବାର ଦିଲ୍ଲୀ ଏମ୍ସରେ କରୋନା ଟିକା ନେଇଛନ୍ତି। ପ୍ରଧାନମନ୍ତ୍ରୀ ଭାରତ ବାୟୋଟେକର କୋଭାକ୍ସିନ୍ ଟିକା ନେଇଛନ୍ତି। ପୁଡୁଚେରୀର ସେବିକା ପି.ନିଭେଦା ଶ୍ରୀ ମୋଦୀଙ୍କୁ  ଟିକା ଦେଇଛନ୍ତି। ଭାରତରେ ନିର୍ମିତ ଟିକା ସୁରକ୍ଷିତ ଓ ନିରାପଦ ବୋଲି ଶ୍ରୀ ମୋଦୀ ଏହି ଅବସରରେ କହିଛନ୍ତି।
ସମସ୍ତ ଯୋଗ୍ୟ ବ୍ୟକ୍ତିଙ୍କୁ ଟିକା ନେବା ପାଇଁ ପ୍ରଧାନମନ୍ତ୍ରୀଙ୍କ ପରାମର୍ଶ ଦେଇଛନ୍ତି। ଆସନ୍ତୁ ସମସ୍ତେ ମିଳିମିଶି ଦେଶକୁ କରୋନା ମୁକ୍ତ କରିବା ପାଇଁ ପ୍ରଧାନମନ୍ତ୍ରୀ ଆହ୍ବାନ ଦେଇଛନ୍ତି।

Which Herbs Act Like Viagra. cialis generic south africa Latest News:.

Hot this week

ଭାରସାମ୍ୟ ହରାଇ ଓଲଟିଲା ଟ୍ରକ

ଫୁଲବାଣୀ :କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ଛକ ନିକଟ ବର ଗଛ...

ଭୁବନେଶ୍ୱର ସମେତ, କଟକ, ସମ୍ବଲପୁର, ରାଉରକେଲା, ବ୍ରହ୍ମପୁର ପୁରୀରେ ହେବ ଟାଉନ୍‌ ପ୍ଲାନିଂ

ଭୁବନେଶ୍ୱର: ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ତଥା ଭୁବନେଶ୍ୱର ଉନ୍ନୟନ...

ଆପଣଙ୍କ ବିଦ୍ୟୁତ୍‌ ବିଲ୍‌ କମାଇଦେବ AI

ନୂଆଦିଲ୍ଲୀ - ଏବେ ଏଆଇ ବା କୃତ୍ରିମ ବୁଦ୍ଧିମତାକୁ ନେଇ ଅନେକ...

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

Related Articles

Popular Categories