www.samajalive.in
Sunday, December 7, 2025
23.1 C
Bhubaneswar

ସେନାଙ୍କ ବଳିଦାନ ବ୍ୟର୍ଥ ଯିବନି : ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ : ଜାମ୍ମୁ-କାଶ୍ମୀର ସ୍ଥିତ ପୁଲୱାମା ନିକଟରେ ଏକ ବଡ ଧରଣର ଆତଙ୍କବାଦୀ ଆକ୍ରମଣ ହୋଇଛି। ଏହି ଆକ୍ରମଣରେ ୩୦ ଜଣ ସିଆରପିଏଫ୍‍ ଯବାନ ସହିଦ ହୋଇଛନ୍ତି। ଏହି ଘଟଣାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୋକପ୍ରକାଶ କରିଛନ୍ତି। ପ୍ରଧାନମନ୍ତ୍ର ମୋଦୀ ଟୁଇଟ କରି ଲେଖିଛନ୍ତି, ‘ସେନାଙ୍କ ବଳିଦାନ ବ୍ୟର୍ଥ ଯିବନି। ଏହାର ଦୃଢ ଯବାବ ଦିଆଯିବ ବୋଲି ମୋଦୀ କହିଛନ୍ତି। ସେ ଆହୁରି କହିଛନ୍ତି, ସହିଦ ପରିବାର ସହ ସମଗ୍ର ଦେଶ ଛିଡା ହୋଇଛି’।
ସୂଚନାଯୋଗ୍ୟ ଯେ ୨୦ ବର୍ଷ ମଧ୍ୟରେ ଏହା ସବୁଠାରୁ ବଡ ଆତଙ୍କବାଦୀ ଆକ୍ରମଣ। ଗୃହମନ୍ତ୍ରୀ ରାଜନାଥ ସିଂହ ଏହି ଘଟଣାରେ ଜାମ୍ମୁ-କାଶ୍ମୀର ରାଜ୍ୟପାଳ ସତ୍ୟପାଲ ମଲ୍ଲିକଙ୍କ ସହ କଥାବାର୍ତ୍ତା କରିଛନ୍ତି। ଏ ନେଇ ରାଜନାଥ ସିଂହ ଶୁକ୍ରବାର ଜାମ୍ମୁ-କାଶ୍ମୀର ଗସ୍ତ କରିବେ।

Hot this week

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

Related Articles

Popular Categories