www.samajalive.in
Sunday, December 7, 2025
26.1 C
Bhubaneswar

ସଫେଇ କର୍ମଚାରୀ ଓ ସ୍ବେଚ୍ଛାଗ୍ରହୀଙ୍କ ପାଦ ଧୋଇଲେ ପ୍ରଧାନମନ୍ତ୍ରୀ  

ପ୍ରୟାଗରାଜ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦିନିକିଆ ଉତ୍ତର ପ୍ରଦେଶ ଗସ୍ତରେ ଯାଇ ଅନେକ ଗୁଡିଏ କାର୍ଯ୍ୟକ୍ରମରେ ​‌ ସାମିଲ ହୋଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦୀ ତ୍ରିବେଣୀ ସଙ୍ଗମରେ ଆସ୍ଥାର ବୁଡ଼ ପକାଇଛନ୍ତି ।  ପରେ  ପ୍ରଧାନମନ୍ତ୍ରୀ ସଫେଇ କର୍ମଚାରୀ ଓ ସ୍ବେଚ୍ଛାଗ୍ରହୀଙ୍କ ପାଦ ଧୋଇ  ସେମାନଙ୍କୁ ସମ୍ମାନିତ କରିଛନ୍ତି। କୁମ୍ଭ ଆୟୋଜନରେ ଏମାନଙ୍କ ମହତ୍ଵପୂର୍ଣ୍ଣ ଯୋଗଦାନ କରିଛନ୍ତି ବୋଲି ପ୍ରଧାନମନ୍ତ୍ରୀ ସେଠାରେ ଏକ  ଜନସଭାକୁ ସମ୍ବୋଧିତ କରି କହିଛନ୍ତି।

ଏହା ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗୋରଖପୁର ଠାରେ କିଷାନ ସମ୍ମାନ ନିଧି ଯୋଜନାର ଶୁଭାରମ୍ଭ କରିଥିଲେ । ଚାଷୀଙ୍କ ଖାତାରେ ୨୦୦୦ ଟଙ୍କାର ପ୍ରଥମ କିସ୍ତି ଜମା କରିଥିଲେ।

Hot this week

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

Related Articles

Popular Categories