www.samajalive.in
Thursday, December 11, 2025
16.1 C
Bhubaneswar

ପିଏମଜିକେଏଓ୍ୱାଇ ହିତାଧିକାରୀଙ୍କ ସହ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ

ପ୍ରଧାନମନ୍ତ୍ରୀ  ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ଗୁଜୁରାଟରେ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା ହିତାଧିକାରୀଙ୍କ ସହ ଆଲୋଚନା କରିବେ। ଏହି ଯୋଜନା ସମ୍ପର୍କରେ ଅଧିକ ସଚେତନତା ସୃଷ୍ଟି ପାଇଁ ରାଜ୍ୟରେ ଜନ ଭାଗିଦାରୀ କାର୍ଯ୍ୟକ୍ରମ ଆରମ୍ଭ ହେଉଛି।

ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା (ପିଏମଜିକେଏଓ୍ୱାଇ) ସମ୍ପର୍କରେ

- Advertisement -

ପିଏମଜିକେଏଓ୍ୱାଇ ଏକ ଖାଦ୍ୟ ସୁରକ୍ଷା କଲ୍ୟାଣ ଯୋଜନା । ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଏହାର ପରିକଳ୍ପନା କୋଭିଡ- ୧୯ର ଆର୍ଥିକ ପ୍ରଭାବ କମାଇବା ଓ ସହାୟତା ପ୍ରଦାନ ପାଇଁ ହୋଇଥିଲା । ରାଷ୍ଟ୍ରୀୟ ଖାଦ୍ୟ ସୁରକ୍ଷା ଅଧିନିୟମ ଅନ୍ତର୍ଗତ ସାମିଲ ସମସ୍ତ ହିତାଧିକାରୀଙ୍କୁ ଜଣ ପିଛା ଅତିରିକ୍ତ ୫ କିଲୋଗ୍ରାମ ଖାଦ୍ୟଶସ୍ୟ ପ୍ରଦାନ କରାଯାଏ ।

ଏହି ଅବସରରେ ଗୁଜୁରାଟ ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀ ମଧ୍ୟ ଉପସ୍ଥିତ ରହିବେ ।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories