www.samajalive.in
Saturday, December 6, 2025
14.1 C
Bhubaneswar

ମେ’ ୫ରେ ଓଡିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ଭୁବନେଶ୍ୱର : ଓଡିଶା ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ରବିବାର ଓଡିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ରାତି ସାଢେ ୯ଟାରେ ଭୁବନେଶ୍ୱରରେ ପହଞ୍ଚିବେ। ରାତିରେ ଭୁବନେଶ୍ୱରରେ ରହିବେ। ସୋମବାର ବ୍ରହ୍ମପୁର ଓ ନବରଙ୍ଗପୁରରେ ପ୍ରଧାନମନ୍ତ୍ରୀ ସଭାରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଏନେଇ ବିଜେପି ରାଜ୍ୟ ଉପସଭାପତି ଗୋଲକ ମହାପାତ୍ରଙ୍କ ପକ୍ଷରୁ ଶନିବାର ସୂଚନା ମିଳିଛି।

୧୦୦ ବର୍ଷ ପରେ ଅକ୍ଷୟ ତୃତୀୟାରେ ବିଶେଷ ଯୋଗ: ସୁନାଭଳି ଚମକିବ ଏସବୁ ରାଶିଙ୍କ ଭାଗ୍ୟ; ଚାକିରିରେ ସଫଳତା ସହ ହେବ ଧନବର୍ଷା..

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories