www.samajalive.in
Sunday, December 7, 2025
14.1 C
Bhubaneswar

ଆସୁଛନ୍ତି ପ୍ରଧାନମନ୍ତ୍ରୀ: ଉତ୍କର୍ଷ ଓଡିଶା ମେକ୍ ଇନ୍ ଓଡିଶା ସମ୍ମିଳନୀରେ ଯୋଗଦେବେ

ଭୁବନେଶ୍ଵର: ଆଜି ଓଡିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଉତ୍କର୍ଷ ଓଡିଶା ମେକ୍ ଇନ୍ ଓଡିଶା ସମ୍ମିଳନୀ ୨୦୨୫ରେ ଯୋଗ ଦେବେ। ବହୁ ଭିଭିଆଇପି ମଧ୍ୟ କାର୍ଯ୍ୟକ୍ରମରେ ଯୋଗଦେବାର ସୂଚନା ରହିଛି। ଭିଭିଆଇପିଙ୍କ ସୁରକ୍ଷା ଓ ଜନସାଧାରଣଙ୍କ ଆଗମନକୁ ଦୃଷ୍ଟିରେ ରଖି  କମିଶନରେଟ୍ ପୁଲିସ୍ ପକ୍ଷରୁ ଟ୍ରାଫିକ୍ କଟକଣା ଜାରି କରାଯାଇଛି। ଆଜି ସକାଳ ୧୦ଟା ୨୫ରୁ ସକାଳ ୧୧ଟା ୧୦ ମଧ୍ୟରେ ଏୟାରପୋର୍ଟ ଛକ , ହସ୍ପିଟାଲ ଛକ , ଏଜି ଛକରୁ ବାମ ମୋଡ ଦେଇ ରାଜଭବନ ଛକ , ପାଓ୍ବାର ହାଉସ୍ ଛକ , ୧୨୦ ବାଟାଲୟନ ଛକ , ବେହେରା ସାହି , ଜୟଦେବ ବିହାର, ଜାଭିୟର ଓ ନାଲକୋ ଛକ ଦେଇ ସାଧାରଣ ଗାହି ଚଳାଚଳ ଉପରେ କଟକଣା କରାଯାଇଛି। ଉପରୋକ୍ତ କଟକଣା ଜରୁରୀକାଳୀନ ସେବାରେ ନିୟୋଜିତ ଯାନବାହାନ ଚଳାଚଳ ନିମନ୍ତେ ଲାଗୁ ହେବ ନାହିଁ।

Hot this week

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

Related Articles

Popular Categories