www.samajalive.in
Friday, December 5, 2025
26.1 C
Bhubaneswar

ଓଡ଼ିଶା ପାଇଁ ୭୦ହଜାର କୋଟିର ପ୍ରକଳ୍ପ ଭେଟି-ମୋଦୀ

ସମ୍ବଲପୁର: ସମ୍ବଲପୁରରେ ପୁରୀ-ସୁବର୍ଣ୍ଣପୁର ସାପ୍ତାହିକ ଏକ୍ସପ୍ରେସର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଏହି ଅବସରରେ ଜନସାଧାରଣଙ୍କୁ ସମ୍ବୋଧନ କରିଛନ୍ତି ପ୍ରଧାନମନ୍ତ୍ରୀ । ଓଡ଼ିଶାର ବିକାଶ ପାଇଁ ଏହା ଏକ ବଡ ମହତ୍ୱପୂର୍ଣ୍ଣ ଦିନ । ଓଡ଼ିଶାର ଲୋକଙ୍କ ପାଇଁ ୭୦ହଜାର କୋଟିର ପ୍ରକଳ୍ପ ଭେଟି ଦେଇଛନ୍ତି ମୋଦୀ । ଏହି ସବୁ ପ୍ରକଳ୍ପ ସମାଜର ସବୁବର୍ଗର ଲୋକଙ୍କ ହିତ ପାଇଁ ସହାୟକ ହେବ ବୋଲି କହିଛନ୍ତି । ଶିକ୍ଷା କ୍ଷେତ୍ରରେ ଓଡ଼ିଶାକୁ ମହତ୍ୱପୂର୍ଣ୍ଣ ସ୍ଥାନକୁ ନେବା ପାଇଁ ପ୍ରୟାସ ଜାରି ରହିଛି । ଗତ ୧୦ ବର୍ଷରେ ପେଟ୍ରୋଲିୟମ କ୍ଷେତ୍ରରେ ଦେଢ ଲକ୍ଷ କୋଟିର ନିବେଶ କରାଯାଇଛି । ପ୍ରତି କ୍ଷେତ୍ରରେ ଓଡ଼ିଶାକୁ ଅଧିକ ସହଯୋଗ ଦେଇଆସୁଛୁ । ରେଳବାଇ କ୍ଷେତ୍ରରେ ବିକାଶ ପାଇଁ ଅଧିକ ୧୨ଗୁଣା ଅର୍ଥ ଦିଆଯାଇଛି । ଗ୍ରାମାଂଚଳରେ ୫୦ହଜାର କିଲୋମିଟର ରାସ୍ତା ନିର୍ମାଣ ହୋଇଛି । ୪ହଜାର କିଲୋମିଟର ପର୍ଯ୍ୟନ୍ତ ଜାତୀୟ ରାଜପଥ ନିର୍ମାଣ କରାଯାଉଛି ।

Hot this week

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

Related Articles

Popular Categories