www.samajalive.in
Saturday, December 6, 2025
26.1 C
Bhubaneswar

ବଢ଼ିଲା ପିଏମ ଆବାସ ଅନୁଦାନ ରାଶି

ସମାଜ ଡିଜିଟାଲ ଡେସ୍କ: ପ୍ରଧାନମନ୍ତ୍ରୀ(ପିଏମ) ଆବାସ ଯୋଜନାର ଅନୁଦାନ ରାଶି ବୃଦ୍ଧି କରାଯାଇଛି। ପୂର୍ବରୁ ପିଏମ ଆବାସ ନିର୍ମାର ପାଇଁ ହିତାଧିକାରୀଙ୍କୁ ୧ ଲକ୍ଷ ୨୦ ହଜାର ଟଙ୍କା ଦିଆଯାଉଥିବା ବେଳେ ଏଣିକି ମିଳିବ ୧ ଲକ୍ଷ ୮୦ ହଜାର ଟଙ୍କା। ଏ ନେଇ ଖୁବଶୀଘ୍ର ନିର୍ଦେଶାବଳୀ ଆସିବ ବୋଲି ପଞ୍ଚାୟତିରାଜ ମନ୍ତ୍ରୀ ସୂଚନା ଦେଇଛନ୍ତି। ଏହା ସହିତ ମହାତ୍ମା ଗାନ୍ଧୀ ଜାତୀୟ ନିଶ୍ଚିତ କର୍ମନିଯୁକ୍ତି ଆଇନ(ଏମଜିଏନଆରଇଜିଏ)କୁ ମିଶାଇଲେ ପିଏମ ଆବାସରେ ହିତାଧିକାରୀଙ୍କୁ ମୋଟ ୨ ଲକ୍ଷ ଟଙ୍କା ମିଳିବ। ସେହିପରି ଶୌଚାଳୟ ନିର୍ମାଣ ଅନୁଦାନ ରାଶି ବି ବୃଦ୍ଧି କରାଯିବ। ପୂର୍ବରୁ ଶୌଚାଳୟ ପାଇଁ ୧୨ ହଜାର ମିଳୁଥିଲା। ମାତ୍ର ଏଣିକି ୨୦ ହଜାର ଟଙ୍କା ଦିଆଯିବ ବୋଲି ମନ୍ତ୍ରୀ କହିଛନ୍ତି।

Hot this week

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

Related Articles

Popular Categories