www.samajalive.in
Monday, December 15, 2025
15.1 C
Bhubaneswar

ପ୍ରଭୁଜୀ ଇଂରାଜୀ ମାଧ୍ୟମ ବିଦ୍ୟାଳୟରେ ଶିଶୁ ଦିବସ ପାଳିତ

ଭୁବନେଶ୍ବର: ଭିଏସଏସନଗରସ୍ଥିତ ପ୍ରଭୁଜୀ ଇଂରାଜୀ ମାଧ୍ୟମ ବିଦ୍ୟାଳୟରେ ଶିଶୁ ଦିବସ ପାଳିତ ହୋଇଯାଇଛି। ଅଧ୍ୟକ୍ଷ ଅଭୟ କୁମାର ରଥଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଉତ୍କଳ ବିଶ୍ବବିଦ୍ୟାଳୟର ପରୀକ୍ଷା ନିୟନ୍ତ୍ରକ ଡ.ଶରତ କୁମାର ମାଝୀ ମୁଖ୍ୟଅତିଥି ଭାବେ ଯୋଗଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ପ୍ରଫେସର ଶ୍ରୀରୂପ ଗୋସ୍ବାମୀ, ଶେ​‌ାଭାକର ଦାସଫତେସିଂ, ଶିକ୍ଷକ ରମେଶଚନ୍ଦ୍ର ସାହୁ, ଶିକ୍ଷୟିତ୍ରୀ ସୁଶ୍ରୀ ସ୍ବାଗତିକା ମଣ୍ଡଳ, ସେଲି ମେହେଟା ପ୍ରମୁଖ ଉପସ୍ଥିତ ଥିଲେ। ଏହି ଅବସରରେ ବିଭିନ୍ନ ପ୍ରତିଯୋଗିତାର କୃତୀ ଛାତ୍ରଛାତ୍ରୀଙ୍କୁ ପୁରସ୍କାର ବଣ୍ଟନ କରାଯାଇଥିଲା।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories