ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକଳାପ ଦେଶ ପାଇଁ ଭଲ ନୁହେଁ – କେଜ୍ରିୱାଲ

ଡେସ୍କ: ଆମ୍ ଆଦମୀ ପାର୍ଟି (ଆପ୍) ନେତାଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)ର ରିମାଣ୍ଡ ଅବଧି ଶେଷ ହେବା ପରେ ଦିଲ୍ଲୀର ରାଉଜ୍ ଆଭେନ୍ୟୁ କୋର୍ଟରେ ହାଜର କରାଯିବା ନେଇ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ୍ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସମାଲୋଚନା କରିଛନ୍ତି। ଦିଲ୍ଲୀର ରାମଲୀଳା ମଇଦାନରେ ଇଣ୍ଡିଆ ମେଣ୍ଟର ସମାବେଶ ସମ୍ପର୍କରେ ପଚରାଯିବାରୁ କେଜ୍ରିୱାଲ କହିଛନ୍ତି, ପ୍ରଧାନମନ୍ତ୍ରୀ ଯାହା କରୁଛନ୍ତି ତାହା ଦେଶ ପାଇଁ ଭଲ ନୁହେଁ। କଂଗ୍ରେସ ଠାରୁ ୩୫୦୦ କୋଟି ଟଙ୍କା ଆଦାୟ ପାଇଁ … Continue reading ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକଳାପ ଦେଶ ପାଇଁ ଭଲ ନୁହେଁ – କେଜ୍ରିୱାଲ