www.samajalive.in
Wednesday, December 10, 2025
26.1 C
Bhubaneswar

ପିଏନ୍‌ବି ଦ୍ୱାରା ସିଏସ୍‌ଆର୍‌ କାର୍ଯ୍ୟକ୍ରମ ଆୟୋଜିତ

ଭୁବନେଶ୍ୱର: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ, ଅଞ୍ଚଳ କାର୍ଯ୍ୟାଳୟ, ଭୁବନେଶ୍ୱର ଦ୍ୱାରା ନିମାପଡା ଏବଂ ଗୋପରେ ବନ୍ୟା ପ୍ରଭାବିତ ଲୋକମାନଙ୍କୁ ୧୦୦୦ ପ୍ୟାକେଟ୍‌ର ଶୁଖିଲା ଖାଦ୍ୟ ବଣ୍ଟନ କରାଯାଇଛି ।

ଏହି ଅବସରରେ ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ, ଭୁବନେଶ୍ୱର ଅଞ୍ଚଳର ଅଞ୍ଚଳ ପ୍ରବନ୍ଧକ ଏ. ଉଦୟ ଭାଷ୍କର  ରେଡ୍ଡୀଙ୍କ ଉପସ୍ଥିତିରେ ସମ୍ମାନନୀୟ ବିଦ୍ୟାଳୟ ଏବଂ ଗଣଶିକ୍ଷା ବିଭାଗ ମନ୍ତ୍ରୀ ସମୀର ରଞ୍ଜନ ଦାଶ ନିମାପଡାଠାରେ ରିଲିଫ୍‌ ଭ୍ୟାନ୍‌ ଆରମ୍ଭ କରିବାକୁ ସବୁଜ  ପତାକା ସଙ୍କେତ ଦେଇ ରିଲିଫ୍‌ ଭ୍ୟାନ୍‌ ଉଦ୍‌ଘାଟନ କରିଥିଲେ । ଏହି ଅବସରରେ ଉପ-ଅଞ୍ଚଳ ପ୍ରବନ୍ଧକ ଜନ୍ମେଜୟ ଦୀକ୍ଷିତ, ଭୁବନେଶ୍ୱର ମଣ୍ଡଳ ମୁଖ୍ୟ  ଚିତ୍ତରଞ୍ଜନ ପୃଷ୍ଟି, ଭୁବନେଶ୍ୱର ଅଞ୍ଚଳ କାର୍ଯ୍ୟାଳୟର ଅଞ୍ଚଳ ମାର୍କେଟିଂ ମୁଖ୍ୟ ପ୍ରତାପ କୁମାର ବୈରିଗଞ୍ଜନ ମଧ୍ୟ ଉପସ୍ଥିତ ଥିଲେ ।

Hot this week

ଭକ୍ତଙ୍କ ନେତୃତ୍ୱକୁ ମୋକିମଙ୍କ ଖୋଲା ଚ୍ୟାଲେଞ୍ଜ: ସୋନିଆଙ୍କୁ ଲେଖିଲେ ଚିଠି

ସମାଜ ଡିଜିଟାଲ ଡେସ୍କ: ପିସିସି ସଭାପତି ଭକ୍ତ ଦାସଙ୍କ ନେତୃତ୍ୱକୁ ନେଇ...

ଭଏସ୍‌ ମେସେଜ ନୁହେଁ , ଡାଇରେକ୍ଟ ଭିଡିଓ କଲ : ଗିରଫ ହେଲେ ରସିକିଆ କଲେଜ ଅଧ୍ୟକ୍ଷ

ବୋଲଗଡ: ଅଧ୍ୟାପିକାଙ୍କୁ ପ୍ରେମ ନିବେଦନ କରି ଫସିଲେ କଲେଜ ଅଧ୍ୟକ୍ଷ ।...

ଟ୍ରିବ୍ୟୁନାଲ ଯିବା ଭୁଲ ଥିଲା, ରାଜନୈତିକ ସମାଧାନ ହେଲେ ମହାନଦୀ ଜଳ ବିବାଦ ତୁଟିବ କହିଲେ ଜୟନାରାୟଣ

ସମାଜ ଡିଜିଟାଲ ଡେସ୍କ: ମହାନଦୀ ଜଳ ବିବାଦ ପ୍ରସଙ୍ଗରେ କମିଟି ସଦସ୍ୟ...

ଏସଆଇ ଜାଲିଆତି ମାମଲା: ସିବିଆଇର ରିମାଣ୍ଡ ଆବେଦନ

ସମାଜ ଡିଜିଟାଲ ଡେସ୍କ: ବହୁ ଚର୍ଚ୍ଚିତ ପୁଲିସ ଏସଆଇ ଜାଲିଆତି ମାମଲାରେ...

ୟୁନେସ୍କୋ ତାଲିକାରେ ଦୀପାବଳି

ନୂଆଦିଲ୍ଲୀ : ଭାରତର ସର୍ବବୃହତ ସାଂସ୍କୃତିକ ଉତ୍ସବ, ଦୀପାବଳିକୁ ୟୁନେସ୍କୋରେ ସାମିଲ...

Related Articles

Popular Categories