www.samajalive.in
Friday, December 5, 2025
26.1 C
Bhubaneswar

ନାଳରେ ଭାସୁଛି ଅଜଣା ବ୍ୟକ୍ତିଙ୍କ ମୃତଦେହ

ପୋଲସରା : ନାଳରେ ଭାସୁଛି ଅଜଣା ବ୍ୟକ୍ତିଙ୍କ ମୃତଦେହ । ଗଞ୍ଜାମ ଜିଲା ପୋଲସରା ତାରାତାରିଣୀ ଛକ ଶିବମନ୍ଦିର ନିକଟ ନାଳରୁ ମୃତଦେହ ଠାବ ହୋଇଛି । ମୃତଦେହ ଜବତ କରି ପୁରୁଷୋତ୍ତମପୁର ଥାନା ପୁଲିସର ତଦନ୍ତ ଆରମ୍ଭ କରିଛି । ମୃତଦେହ କାହାର ତାହା ଜଣାପଡିନାହିଁ ।

Hot this week

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

Related Articles

Popular Categories