www.samajalive.in
Saturday, December 6, 2025
26.1 C
Bhubaneswar

ପୂର୍ବତନ ରାଷ୍ଟ୍ରପତିଙ୍କ ପୁଅକୁ ଗିରଫ କଲା ପୁଲିସ

ସମାଜ ଡିଜିଟାଲ ଡେସ୍କ: ଶ୍ରୀଲଙ୍କାର ପୂର୍ବତନ ରାଷ୍ଟ୍ରପତି ମହିନ୍ଦା ରାଜପକ୍ଷେଙ୍କ ପୁଅ ଯୋଶିତା ରାଜପକ୍ଷେଙ୍କୁ ପୁଲିସ ଶନିବାର ଗିରଫ କରିଛି। ଦୁର୍ନୀତି ମାମଲାରେ ତାଙ୍କୁ ଗିରଫ କରାଯାଇଛି। ୨୦୧୫ରେ ମହିନ୍ଦା କ୍ଷମତାରେ ଥିବା ସମୟରେ ସମ୍ପତ୍ତି କିଣାରେ ଦୁର୍ନୀତି ନେଇ ଅଭିଯୋଗ ହୋଇଥିଲା। ଏହି ମାମଲାରେ ପୂର୍ବରୁ ତାଙ୍କ ଦାଦା ତଥା ପୂର୍ବତନ ରାଷ୍ଟ୍ରପତି ଗୋଟବାୟା ରାଜପକ୍ଷେଙ୍କୁ ବି ପୁଲିସ ପଚରାଉଚରା କରିଥିଲା।

ପୁଲିସ ସୂଚନା ଅନୁସାରେ ପୂର୍ବତନ ନୌସେନା ଅଧିକାରୀ ଯୋଶିତାଙ୍କୁ ତାଙ୍କ ବାସସ୍ଥାନ ବେଲିଏଟ୍ଟାରୁ ଗିରଫ କରାଯାଇଛି। ସେ ମହିନ୍ଦାଙ୍କ ମଝିଆଁ ପୁଅ।

Hot this week

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

Related Articles

Popular Categories