www.samajalive.in
Sunday, December 14, 2025
19.1 C
Bhubaneswar

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି । ଚୋରା ମଦ କାରବାର ଅଭିଯୋଗରେ ରାତିରେ ଜଣଙ୍କୁ ଥାନାକୁ ଆଣିଥିଲା ପୁଲିସ । ଦାଶରଥିପୁର ଗାଁର ଜଣଙ୍କୁ ଥାନାକୁ ଆଣି ବାଣପୁର ପୁଲିସ ପଚରାଉଚରା କରିଛି । ଅସୁସ୍ଥ ହେବାରୁ ସକାଳେ ବାଣପୁର, ପରେ ଭୁବନେଶ୍ୱର ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିଲା । ହେଲେ କ୍ୟାପିଟାଲ ହସ୍ପିଟାଲରେ ପହଞ୍ଚିଲା ବେଳକୁ ଅଭିଯୁକ୍ତଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି । ତେବେ ପରିବାର ଲୋକେ ପୁଲିସ ହେପାଜତରେ ମୃତ୍ୟୁ ନେଇ ଅଭିଯୋଗ କରିଛନ୍ତି । ପୁଲିସ କଣ ପାଇଁ ଆମ୍ବୁଲାନ୍ସରେ ନଆଣି ନିଜ ଭ୍ୟାନରେ ଆଣିଲା ବୋଲି ପ୍ରଶ୍ନ ଉଠିଛି ।

Hot this week

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

Related Articles

Popular Categories