www.samajalive.in
Thursday, December 11, 2025
23.1 C
Bhubaneswar

ରେଙ୍ଗାଲିରେ ଦୁର୍ଦ୍ଦାନ୍ତ ଅପରାଧୀକୁ ଏନକାଉଣ୍ଟର

ସମାଜ ଡିଜିଟାଲ ଡେସ୍କ: ସମ୍ବଲପୁର ଜିଲା ରେଙ୍ଗାଲି ଥାନା ଅଞ୍ଚଳରେ ମଙ୍ଗଳବାର ଜଣେ ଦୁର୍ଦ୍ଦାନ୍ତ ଅପରାଧୀ ଦୀପକ ମଣ୍ଡଳକୁ ପୁଲିସ ଏନକାଉଣ୍ଟର କରିଛି। ଏହି ଏନକାଉଣ୍ଟରରେ ଦୀପକ ଗୋଡ଼ରେ ଗୁଳି ବାଜିଛି। ପରେ ପୁଲିସ ତା’କୁ ଚିକିତ୍ସା ପାଇଁ ବୁର୍ଲା ଭୀମସାରରେ ଭର୍ତ୍ତି କରିଛି।

ସୂଚନା ଅନୁସାରେ, ଦୀପକ ନାଁରେ ବିଭିନ୍ନ ଥାନାରେ ୨୧ଟି ମାମଲା ରହିଛି। ପୁଲିସ ତା’କୁ ଧରିବା ପାଇଁ ବିଭିନ୍ନ ସ୍ଥାନରେ ଚଢ଼ାଉ ଜାରି ରଖିଥିଲା। ମଙ୍ଗଳବାର ଚଢ଼ାଉ ସମୟ​‌ରେ ଦୀପକ ପୁଲିସ ଉପରକୁ ପ୍ରଥମେ ୩ ରାଉଣ୍ଡ ଗୁଳି ଚଳାଇଥିଲା। ଫଳରେ ପୁଲିସ ପାଲଟା ଗୁଳି ଚଳାଇଥିଲା।

Hot this week

ଫୁଲବାଣୀରେ ପ୍ରଥମ ତୁଷାରପାତ

ଫୁଲବାଣୀ : କନ୍ଧମାଳରେ ଏବେ ହାଡ଼ ଭଙ୍ଗା ଶୀତ ଅରମ୍ଭ ହୋଇଛି।...

ରାସ୍ତାକଡରେ ପୁଳା ପୁଳା ଔଷଧ: ସ୍ଵାସ୍ଥ୍ୟ ବିଭାଗର ତଦନ୍ତ

ବାଲେଶ୍ଵର: ରାସ୍ତାକଡ଼ରେ ପଡ଼ିଛି ପୁଳା ପୁଳା ସରକାରୀ ମେଡିସିନ୍। ଏଭଳି ଘଟଣା...

ଆଉ ୧୨ ଘଣ୍ଟା ବଢିଲା ଇଣ୍ଟରନେଟ୍ କଟକଣା: ସ୍ଥିତି ସମୀକ୍ଷା କଲେ ଉପମୁଖ୍ୟମନ୍ତ୍ରୀ

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ଆଉ ୧୨ ଘଣ୍ଟା ବଢିଲା ଇଣ୍ଟରନେଟ୍ କଟକଣା।...

ଦ୍ବିତୀୟ ଟି୨୦ ଆଜି; ୨-୦ ଲକ୍ଷ୍ୟରେ ଭାରତ

ନ୍ୟୁ ଚଣ୍ଡିଗଡ଼ : ନ୍ୟୁ ଚଣ୍ଡିଗଡ଼ ବା ମୁଲାନ୍‌ପୁର ଷ୍ଟାଡିୟମ୍‌ରେ କୌଣସି...

ରେଳ ଚଳାଚଳ ମାର୍ଗରେ ପୁନଃସଂଶୋଧନ

ଭୁବନେଶ୍ୱର : ଖୋର୍ଦ୍ଧା ରୋଡ ଡିଭିଜନ ଅନ୍ତର୍ଗତ ରାଜ ଆଠଗଡ଼ ଏବଂ...

Related Articles

Popular Categories