www.samajalive.in
Saturday, December 6, 2025
16.1 C
Bhubaneswar

ପୁଲିସ ମେଡାଲ ଘୋଷଣା: ଏଥର ଓଡିଶାରୁ କେହି ପାଇବେନି ରାଷ୍ଟ୍ରପତି ପୁଲିସ ପଦକ

ନୂଆଦିଲ୍ଲୀ/ଭୁବନେଶ୍ବର: ଗଣତନ୍ତ୍ର ଦିବସ ଅବ୍ୟବହିତ ପୂର୍ବରୁ ପୁଲିସ ମେଡାଲ ଘୋଷଣା ହୋଇଛି। ତିନୋଟି ବର୍ଗରେ ଓଡିଶାରୁ ମୋଟ୍ ୨୯ ଜଣ ପୁଲିସ ମେଡାଲ ପାଇବେ। ସାହସିକତା ପାଇଁ ୧୬ ଜଣ ପୁଲିସ କର୍ମଚାରୀ ମେଡାଲ ପାଇବେ। ବିଶିଷ୍ଟ ସେବା ପାଇଁ ୨ ଜଣ ଏବଂ ଉଲ୍ଲେଖନୀୟ ସେବା ପାଇଁ ୧୧ ଜଣ ମେଡାଲ ପାଇବେ। ଏଡିଜି ଆର୍.ପି କୋଚେ ଏବଂ ଭିଜିଲାନ୍ସ ଏଏସଆଇ ମନୋରଞ୍ଜନ ସାମଲଙ୍କୁ ବିଶିଷ୍ଟ ସେବା ପଦକ ପ୍ରଦାନ କରାଯିବ। ହେଲେ ଏଥର ଓଡିଶାରୁ କେହି ରାଷ୍ଟ୍ରପତି ପୁଲିସ ମେଡାଲ ପାଇବେ ନାହିଁ ବୋଲି ଜଣାପଡିଛି।

Hot this week

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

ଖଣି ଅଧିକାରୀଙ୍କ ଠାରୁ ୩ଟ୍ରକ ଛଡାଇ ନେଲେ ମାଫିଆ

ସୋର: ଖଣି ବିଭାଗ ଠାରୁ ଛଡାଇ ନେଲେ ତିନି ଟ୍ରକ ।...

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

Related Articles

Popular Categories