www.samajalive.in
Wednesday, December 10, 2025
15.1 C
Bhubaneswar

ପୁଲିସର ଯାଞ୍ଚ କଡ଼ାକଡ଼ି

ସମାଜ ଲାଇଭ୍‌: କମିସନରେଟ ପୁଲିସ ପକ୍ଷରୁ ଶନିବାର ବିଳମ୍ବିତ ରାତିରେ ଗାଡ଼ିମୋଟର ଯାଞ୍ଚ କରାଯାଇଛି। ବିଭିନ୍ନ ଥାନା ଅଞ୍ଚଳରେ ପୁଲିସ ବ୍ଲକିଂ କରି ଗାଡ଼ିଗୁଡିକ ତନଖି କରିଥିଲା। ନିଶାଶକ୍ତ ଚାଳକଙ୍କୁ ମଧ୍ୟ ଆଲକୋହଲ ବ୍ରିଥ ଆନାଲାଇଜର ଜରିଆରେ ଯାଞ୍ଚ କରିଥିଲା।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories