www.samajalive.in
Saturday, December 6, 2025
26.1 C
Bhubaneswar

ଲୁଟେରାଙ୍କ ପୋଷ୍ଟର ମାରିଲା ପୁଲିସ

ଭୁବନେଶ୍ବର : ଆପାର୍ଟମେଣ୍ଟ ଲୁଟେରାଙ୍କୁ ଧରିବାକୁ ପୁଲିସର ମାଷ୍ଟର ପ୍ଲାନ୍। ରାଜଧାନୀର ବିଭିନ୍ନ ସ୍ଥାନରେ ପୁଲିସ ଲୁଟେରାଙ୍କ ପୋଷ୍ଟର ମାରିଛି। ମେଡିକାଲ, ବସଷ୍ଟାଣ୍ଡ, ରେଳଷ୍ଟେସନର ବିଭିନ୍ନ ସ୍ଥାନରେ ପୋଷ୍ଟର ମରାଯାଇଛି। ଦୀର୍ଘଦିନ ଧରି ଫେରାର ଥିବା ଲୁଟେରା, ଚୋରଙ୍କୁ କାବୁ କରିବାକୁ ପୁଲିସ ଏଭଳି ପନ୍ଥା ଆପଣାଇଛି । ଏଥିପାଇଁ ସାଧାରଣ ଲୋକଙ୍କ ସହଯୋଗ ମଧ୍ୟ ଲୋଡାଯାଇଛି।

ତେବେ ନିଜ ନିଜ ଅଞ୍ଚଳରେ ହୋଇଥିବା ବଡ ଲୁଟପାଟ ଘଟଣାରେ ଫେରାର ଥିବା ଅଭିଯୁକ୍ତଙ୍କ ତାଲିକା ପ୍ରସ୍ତୁତ କରି ଫଟୋ ସହ ସେମାନଙ୍କ ପୋଷ୍ଟର ମାରିବାକୁ ସବୁ ଥାନା ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଲୁଟେରା ମାନଙ୍କର ଠିକଣା ଜଣାଇଲେ ପୁରସ୍କାର ଦେବାର ବ୍ୟବସ୍ଥା ମଧ୍ୟ ରହିଛି।  ଏହି ଚୋରଙ୍କ ବିଷୟରେ ଯିଏ ସୂଚନା ଦେବ ତାଙ୍କ ପରିଚୟ ଗୋପନ ରଖାଯିବା ନେଇ ସୂଚନା ରହିଛି।

Hot this week

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

Related Articles

Popular Categories