www.samajalive.in
Friday, December 5, 2025
20.1 C
Bhubaneswar

ହୋଟେଲରେ ଚଢାଉ: ୩୦ଜଣଙ୍କୁ ଉଠାଇ ନେଲା ପୁଲିସ

କଟକ: ସକାଳୁ ସକାଳୁ କଟକ ଶିଖରପୁର ଅଞ୍ଚଳରେ ଥିବା ଏକ ହୋଟେଲରେ ପୁଲିସର ଚଢାଉ । ଏନେଇ ହୋଟେଲ ଭିତରେ ଥିବା କିଛି ସନ୍ଦିଗ୍ଦ ଲୋକଙ୍କୁ ପଚରା ଉଚୁରା କରୁଛି ପୁଲିସ । ମିଳିଥିବା ସୂଚନା ଅନୁସାରେ ବାହାର ରାଜ୍ୟରୁ ୩୦ଜଣ ସନ୍ଦିଗ୍ଧ ହୋଟେଲରେ ଏକାଧିକ ରୁମ୍ ନେଇ ରହିଥିଲେ । କ୍ରିପ୍ଟୋ କରେନ୍ସି ନେଇ ପୁଲିସ ଚଢାଉ କରିଥିବା ସୂଚନା ମିଳିଛି ।

ସମସ୍ତ ଅଟକ ପଶ୍ଚିମବଙ୍ଗର ହୋଇଥିବା ଜଣାପଡିଛି। କାହିଁକି ଏଠାକୁ ଆସିଥିଲେ, ଏତେ ସଂଖ୍ୟାରେ ଆସିବା ପଛରେ କଣ ରହସ୍ୟ ରହିଛି ସେନେଇ ତଦନ୍ତ ଚାଲିଛି ।

Hot this week

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

Related Articles

Popular Categories