www.samajalive.in
Saturday, December 6, 2025
23.1 C
Bhubaneswar

ଜୁଆ ଆଡ୍ଡାରେ ଚଢାଉ: ୧୫ ଜୁଆଡି ଗିରଫ

ଝାରସୁଗୁଡା: ଆକ୍ସନ ମୋଡରେ ଝାରସୁଗୁଡା ପୁଲିସ୍। ଜୁଆ ଆଡ୍ଡାରେ ଚଢଉ କରି ପୁଲିସ୍ ୧୫ ଜଣଙ୍କୁ ଗିରଫ କରିଛି। ସୂନା ଅନୁଯାୟୀ ସୋମବାର ବିଳମ୍ବିତ ରାତିରେ ପୁରୁଣା ବସ୍ତିରେ ଜୁଆ ଆଡ୍ଡା ଚାଲୁଥିଲା। ଟାଉନ୍ ଥାନା ପୁଲିସ୍ କୌଣସି ବିଶେଷ ସୂତ୍ରରୁ ଖବର ପାଇ ଚଢାଉ କରିଥିଲା। ଚଢାଉ ବେଳେ ପୁଲିସ୍ ୧୪ ଲକ୍ଷରୁ ଅଧିକ ଟଙ୍କା ଜବତ କରିଥିବାବେଳେ ୧୫ ଜୁଆଡିଙ୍କୁ ଗିରଫ କରିଛି। ୧୫ରୁ ଅଧିକ ବାଇକ୍ ଏବଂ ୫ରୁ ଅଧିକ ବାଇକ୍ ମଧ୍ୟ ପୁଲିସ୍ ଜବତ କରିଥିବାବେଳେ ଏଥିରେ ଆଉ କେଉଁମାନଙ୍କର ସମ୍ପୃକ୍ତି ରହିଛି , ସେ ନେଇ ଖୋଳତାଡ ଜାରି ରଖିଛି।

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories