www.samajalive.in
Friday, December 5, 2025
23.1 C
Bhubaneswar

ପୁଲିସ ଏସ୍‌ଆଇ ପରୀକ୍ଷା ଜାଲିଆତି: ମାଷ୍ଟରମାଇଣ୍ଡ ବିରଞ୍ଚି ନାୟକ ଗିରଫ

ସମାଜ ଡିଜିଟାଲ ଡେସ୍କ: ବହୁ ଚର୍ଚ୍ଚିତ ପୁଲିସ ଏସଆଇ ପରୀକ୍ଷା ଜାଲିଆତି ମାମଲାରେ ଆଜି ମାଷ୍ଟରମାଇଣ୍ଡକୁ ଗିରଫ କରିଛି ସିବିଆଇ । ଦୀଘା ମଡେଲର ମାଷ୍ଟରମାଇଣ୍ଡ ବିରଞ୍ଚି ନାୟକକୁ ସିବିଆଇ ଉଠାଇ ଆଣିଛି । ମାଷ୍ଟରମାଇଣ୍ଡକୁ ପାରଳାଖେମୁଣ୍ଡିରୁ ଉଠାଇ ଆଣିଥିବା ସୂଚନା ମିଳିଛି । ଏସଆଇ ପରୀକ୍ଷା ଜାଲିଆତି ମାମଲାରେ ସିବିଆଇ ତଦନ୍ତ କରୁଥିବା ବେଳେ ଏହା ପ୍ରଥମ ଆକ୍ସନ ଗ୍ରହଣ କରାଯାଇଛି । ପୂର୍ବରୁ ଏସଆଇ ପରୀକ୍ଷା ଜାଲିଆତି ମାମଲାରେ କିଛି ପରୀକ୍ଷାର୍ଥୀଙ୍କୁ ଜେରା କରିଥିଲା ସିବିଆଇ ।

Hot this week

ରାଷ୍ଟ୍ରପତି ଭବନରେ ପୁଟିନଙ୍କୁ ଭବ୍ୟ ସ୍ଵାଗତ

ସମାଜ ଲାଇଭ ଡ଼େସ୍କ : ରାଷ୍ଟ୍ରପତି ଭବନରେ ପହଞ୍ଚିଲେ ରୁଷ ରାଷ୍ଟ୍ରପତି...

ବିଧାୟକଙ୍କୁ ହତ୍ୟା ଧମକ

କଣ୍ଟାବାଞ୍ଜି: ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗଙ୍କୁ ଏଠାର ରେଳ...

ତେରଟି ଜିଲାରୁ ରାଷ୍ଟ୍ରୀୟ ଆୟର ଅଧେ

ଭାରତ ଏଡେ ବିରାଟ ଆକାରର ଦେଶ; ମାତ୍ର ତାହାର ମୋଟ ୭୦୫...

ଓଡ଼ିଶାରେ ଏଫସିଆଇ ଅଧିକାରୀଙ୍କ ଦ୍ୱାରା ବର୍ଷକୁ ୧ଶହ କୋଟି ଲୁଟ୍‌

ନୂଆଦିଲ୍ଲୀ: ଓଡ଼ିଶାରେ ଭାରତୀୟ ଖାଦ୍ୟ ନିଗମ ଅଧିକାରୀଙ୍କ ଦ୍ୱାରା ବର୍ଷକୁ ପ୍ରାୟ...

ବିଷାକ୍ତ ଗ୍ୟାସ ଲିକ୍ : ଦୁଇ ମୃତ ,ଦଶହଜାର ପ୍ରଭାବିତ

ସମାଜ ଲାଇଭ ଡ଼େସ୍କ : ଝାଡ଼ଖଣ୍ଡର ଧନବାଦରେ ଏକ ଗ୍ୟାସ ଲିକ୍...

Related Articles

Popular Categories