www.samajalive.in
Sunday, December 7, 2025
26.1 C
Bhubaneswar

ହାଇକୋର୍ଟରେ ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲା

ସମାଜ ଡିଜିଟାଲ ଡେସ୍କ: ହାଇକୋର୍ଟରେ ପହଞ୍ଚିଛି ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲା। ଏହି ମାମଲାରେ ଏକ ଜନସ୍ଵାର୍ଥ ମାମଲା ରୁଜୁ ହୋଇଛି। ଶିବଶଙ୍କର ମହାନ୍ତିଙ୍କ ପକ୍ଷରୁ ଏହି ମାମଲା ଦାୟର କରାଯାଇଛି। ଏହି ମାମଲାରେ ଅନ୍ତଃରାଜ୍ୟ ରାକେଟର ସମ୍ପୃକ୍ତି ରହିଥିବା ଅଭିଯୋଗ ହୋଇଛି। ତେଣୁ ସିବିଆଇ ତଦନ୍ତ ଦ୍ଵାରା ସତ୍ୟାସତ୍ୟ ସାମ୍ନାକୁ ଆସିବ ବୋଲି ଆବେଦନକାରୀ ପିଟିସନରେ ଦର୍ଶାଇଛନ୍ତି।

ସୂଚନାଯୋଗ୍ୟ, ଏହି ମାମଲାରେ ବର୍ତ୍ତମାନ ସୁଦ୍ଧା ୧୧୯ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ସେମାନଙ୍କ ମଧ୍ୟରେ ୫ ଜଣ ଦଲାଲ ରହିଛନ୍ତି। ମାମଲାର ମୁଖ୍ୟ ଷଡ଼ଯନ୍ତ୍ରକାରୀ ତଥା ପରୀକ୍ଷା ପରିଚାଳନା ସଂସ୍ଥା ପଞ୍ଚସଫ୍ଟର ମୁଖ୍ୟ ଶଙ୍କର ପୃଷ୍ଟି ଫେରାର ରହିଥିବାବେଳେ ତାଙ୍କୁ ଧରିବାକୁ କ୍ରାଇମବ୍ରାଞ୍ଚ ତନାଘନା ଜାରି ରଖିଛି।

Hot this week

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

Related Articles

Popular Categories