www.samajalive.in
Saturday, December 6, 2025
26.1 C
Bhubaneswar

ଉତ୍ତେଜନା ପ୍ରବଣ ବୁଥ୍‍ ଅଞ୍ଚଳରେ ପୁଲିସର ପଇଁତରା

ବାଙ୍କୀ: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଯେତେ ନିକଟତର ହେଉଛି ଗ୍ରାମାଞ୍ଚଳରେ ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ଭୋଟ ପ୍ରଚାର ଉଷ୍ମତା ସେତିକି ବଢୁଛି। ଏହି ପରିପ୍ରେକ୍ଷୀରେ ବାଙ୍କୀ ବ୍ଲକ ଅଧିନ ବୈଦେଶ୍ୱର ଥାନା ଅନ୍ତର୍ଗତ ବିଭିନ୍ନ ପଞ୍ଚାୟତର ସମ୍ବେଦନଶୀଳ ମତଦାନ କେନ୍ଦ୍ରଗୁଡିକ ଚିହ୍ନଟ କରାଯାଇଛି। ସେଥି ମଧ୍ୟରୁ ଅଧିକ ଉତ୍ତେଜନାପୂର୍ଣ୍ଣ ମତଦାନ କେନ୍ଦ୍ର ଅଂଚଳ ବୈଦେଶ୍ୱର, କାଳିପୋଇ, ଖଜୁରୀପଦା, ଚଢେଇବନ୍ଧ ପ୍ରମୁଖ ବୁଥ୍‍ ଗୁଡିକରେ ବାଙ୍କୀ ଓ ବୈଦେଶ୍ୱର ପୁଲିସ ପଇଁତରା ମାରୁଥିବା ଜଣାପଡିଛି। ପଞ୍ଚାୟତ ନିର୍ବାଚନକୁ ଶାନ୍ତିପୂର୍ଣ୍ଣ କରିବା ପାଇଁ ପୁଲିସର ଏହି ପଇଁତରା କାର୍ଯ୍ୟକ୍ରମ ଏକ ଜନସଚେତନତା କାର୍ଯ୍ୟକ୍ରମ ବୋଲି ପୁରୁଖା ଭୋଟରମାନେ କହିଛନ୍ତି।

Hot this week

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

Related Articles

Popular Categories