www.samajalive.in
Tuesday, December 9, 2025
16.1 C
Bhubaneswar

ଶିମିଳିପାଳ ଜଗିବ ପୁଲିସ

ବାରିପଦା: ଶୁକ୍ରବାରଠାରୁ ଶିମିଳିପାଳ ଜଗିବେ ପୁଲିସ ଫୋର୍ସ। ପ୍ରାଥମିକ ପର୍ଯ୍ୟୟରେ ମୁତୟନ ହେବେ ଏକ ପ୍ଲାଟୁନ ପୁଲିସ ଫୋର୍ସ। ଜଏଣ୍ଟ ଟାସ୍କ ଫୋର୍ସ ସହ ମିଶି ପାଟ୍ରୋଲିଂ ଓ ଚଢ଼ାଉ କରିବେ ବୋଲି ମୟୂରଭଞ୍ଜ ଏସପି ସୂଚନା ଦେଇଛନ୍ତି। ପରବର୍ତ୍ତୀ ପର୍ଯ୍ୟାୟରେ ଆବଶ୍ୟକତାକୁ ଦୃଷ୍ଟିରେ ରଖି ଅଧିକ ସଂଖ୍ୟକ ପୁଲିସ ମୁତୟନ କରାଯିବା ନେଇ ପଦକ୍ଷେପ ଗ୍ରହଣ କରାଯିବ ବୋଲି ମୟୂରଭଞ୍ଜ ଏସପି ପ୍ରକାଶ କରିଛନ୍ତି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories