www.samajalive.in
Saturday, December 6, 2025
23.1 C
Bhubaneswar

ସର୍ବଭାରତୀୟ ପୁଲିସ ହକି ଚମ୍ପିଆନସିପ୍‌

କଟକ : ଓଡ଼ିଶା ପୁଲିସ ଆନୁକୂଲ୍ୟରେ କଳିଙ୍ଗ ଷ୍ଟାଡ଼ିୟମ ହକି କମ୍ଲେକ୍ସରେ ଚାଲିଥିବା ଚାଲିଥିବା ୭୩ତମ ସର୍ବଭାରତୀୟ ପୁଲିସ ହକି ଚମ୍ପିଅନସିପ୍ – ୨୦୨୫ର କ୍ବାର୍ଟର ଫାଇନାଲ ଶେଷ ହୋଇଛି। ରବିବାର ପୁରୁଷ ବିଭାଗ ପ୍ରଥମ କ୍ବାର୍ଟର ଫାଇନାଲରେ ପଞ୍ଜାବ ପୁଲିସ ୬-୦ ଗୋଲରେ କର୍ଣ୍ଣାଟକ ପୁଲିସକୁ, ଦ୍ବିତୀୟ କ୍ବାର୍ଟର ଫାଇନାଲରେ ବିଏସଏଫ୍‌ ୪-୩ ଗୋଲରେ ଉତ୍ତରପ୍ରଦେଶ ପୁଲିସକୁ, ତୃତୀୟ କ୍ବାର୍ଟର ଫାଇନାଲରେ ସିଆରପିଏଫ ୫-୧ ଗୋଲରେ ମଣିପୁର ପୋଲିସକୁ ଓ ଚତୁର୍ଥ କ୍ବାର୍ଟର ଫାଇନାଲରେ ଆଇଟିବିପି ୩-୨ ଗୋଲରେ ସିଆଇଏସଏଫ ପୋଲିସ ଦଳକୁ ପରାସ୍ତ କରି ସେମି ଫାଇନାଲରେ ପ୍ରବେଶ କରିଛି। ଅତିଥି ଭାବେ ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ଏଚଆରପିସି) ୟତୀନ୍ଦ୍ର କୋୟଲ, ଆଇଜିପି (ଗୁଇନ୍ଦା) ଜୟ ନାରାୟଣ ପଙ୍କଜ, ଆଇଜିପି (କ୍ରାଇମବ୍ରାଞ୍ଚ) ଡା. ସାର୍ଥକ ଷଡ଼ଙ୍ଗୀ ପ୍ରମୁଖ ଯୋଗଦେଇ ଖେଳାଳି ମାନଙ୍କୁ ଉତ୍ସାହିତ କରିଥିଲେ।

Hot this week

ବିଜେପିରେ ମିଶିବେ ବିଜେଡିର ଦୁଇ ନେତା !

ଭୁବନେଶ୍ଵର: ବିଜେଡିର ଦୁଇ ନେତା ବିଜେପିରେ ମିଶିବାକୁ ଯାଉଛନ୍ତି। ପୂର୍ବତନ ମନ୍ତ୍ରୀ...

ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ ବିଦ୍ୟୁତ ଉପଭୋକ୍ତା ମହାସଂଘ କ୍ଷୋଭ

ଭୁବନେଶ୍ୱର: ବିଦ୍ୟୁତ ଗ୍ରାହକଙ୍କ ଠାରୁ ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ...

ଶିଶୁଙ୍କ ସୁନ୍ଦରତା ସହିପାରିଲାନି : ଏମିତି କରିଲା ନିଜ ପିଲାଙ୍କୁ ହତ୍ୟା

ସମାଜ ଡିଜିଟାଲ ଡେସ୍କ: ସେ ବୋଧହୁଏ ଦେଶର ପ୍ରଥମ ମହିଳା ସିରିଏଲ୍...

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

Related Articles

Popular Categories