www.samajalive.in
Friday, December 12, 2025
14.1 C
Bhubaneswar

ବିବାହ କରିବେ ତିର୍ତ୍ତୋଲ ବିଧାୟକ ବିଜୟ ଶଙ୍କର

ଭୁବନେଶ୍ୱର : ବିବାହ କରିବେ ତିର୍ତ୍ତୋଲ ବିଧାୟକ ବିଜୟ ଶଙ୍କର ଦାସ। ସୋମାଲିକା ବଦଳରେ ଅନ୍ୟ ଜଣେ ଯୁବତୀଙ୍କୁ ବିବାହ ପାଇଁ ଗୁରୁବାର ଆବେଦନ କରିଛନ୍ତି। କଟକ ବିବାହ ପଞ୍ଜୀକରଣ କାର୍ଯ୍ୟାଳୟରେ ଆବେଦନ କରିଛନ୍ତି ବିଜୟ ଶଙ୍କର ଦାସ। ଗତ ୨୧ ତାରିଖରେ ବିବାହ ପାଇଁ ଆବେଦନ କରିଛନ୍ତି। ସୋମାଲିକାଙ୍କ ସହ ପ୍ରେମ ସମ୍ପର୍କକୁ ନେଇ ବିଜୟ ଶଙ୍କର ଚର୍ଚ୍ଚାରେ ରହିଛନ୍ତି।

Hot this week

ଆଜିର : ରାଶିଫଳ,ଆପଣଙ୍କ ଅଶାନ୍ତିର ଅବସାନ ଘଟିବ

ମେଷ : ଅଶ୍ବିନୀ ଓ ଦ୍ବିଜା ନକ୍ଷତ୍ରଜାତ ବ୍ୟକ୍ତି ବିପଦମୁକ୍ତ ହୋଇପାରନ୍ତି।...

ସାମାନ୍ୟ କମିଲା ସୁନାଦର

ନୂଆଦିଲ୍ଲୀ-ଭାରତରେ ସୁନା ମୂଲ୍ୟ ହ୍ରାସ ପାଇଛି। ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ସୁନାର...

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

Related Articles

Popular Categories