ଭୁବନେଶ୍ୱର : କଂଗ୍ରେସ ପକ୍ଷରୁ ସୋମବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବାସଭବନ ଘେରାଉ କରାଯାଇଛି। ବଳଙ୍ଗା ପୀଡିତାଙ୍କୁ ନ୍ୟାୟ ଓ ଧର୍ମଶାଳା ବିଧାୟକଙ୍କ ବିରୋଧରେ କଂଗ୍ରେସ ଗର୍ଜିବା ସହ ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରାଉ କରିଛି। ଏହି ସମୟରେ କଂଗ୍ରେସ କର୍ମୀ ଓ ପୁଲିସଙ୍କ ମଧ୍ୟରେ ଧସ୍ତାଧସ୍ତି ହୋଇଛି। ଓଡିଶାରେ ନାରୀ ଅସୁରକ୍ଷିତ। ପୀଡିତାଙ୍କୁ ନ୍ୟାୟ ନମିଳିଲେ ଆନ୍ଦୋଳନ ଜାରି ରହିବ।
ଆଗାମୀ ଦିନରେ ଆନ୍ଦୋଳନ ଆହୁରି ତୀବ୍ର ହେବ। ଦୋଷୀଙ୍କୁ କାହିଁକି ପୁଲିସ ଗିରଫ କରୁ ନାହିଁ, ବୋଲି କହିବା ସହ ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା ମଧ୍ୟ କଂଗ୍ରେସ ଦାବି କରିଛି।
ରାକ୍ଷୀ ପୂର୍ଣ୍ଣିମାରେ ଦୁର୍ଲ୍ଲଭ ସଂଯୋଗ; ଏହି ରାଶିଙ୍କ ଉପରେ ଧନ ବର୍ଷା କରିବେ ମା’ଲକ୍ଷ୍ମୀ..
ଭିଡିଓ ଦେଖିଲେ ଆଶ୍ଚର୍ଯ୍ୟ ହେବେ ; ସାପକୁ ମୁଣ୍ଡିଆ ମାରିଲା ମାଙ୍କଡ, ଆଉ ତା’ପରେ..



