www.samajalive.in
Sunday, December 7, 2025
14.1 C
Bhubaneswar

ବିଜେଡି ଛାଡିଲେ ଛାତ୍ରନେତା ହରିଶଙ୍କର ରାଉତ

ଭୁବନେଶ୍ୱର : ବିଜେଡି ଛାଡିଲେ ଛାତ୍ରନେତା ହରିଶଙ୍କର ରାଉତ । ସେ ଦଳ ଛାଡିବା ସହ ପାଣ୍ଡିଆନଙ୍କ ବିରୋଧରେ ବିଷୋଦଗାର କରିଛନ୍ତି । ସେ କହିଛନ୍ତି, ଛାତ୍ର ଓ ଯୁବ ସଭାପତି ଚୟନ ପାଣ୍ଡିଆନଙ୍କ ନିର୍ଦ୍ଦେଶରେ ହୋଇଛି । ଏବେ ମଧ୍ୟ ବିଜେଡିକୁ କବ୍‌ଜା କରି ରଖିଛନ୍ତି । ଅଣଓଡିଆ ହୋଇ ଦଳକୁ ପରିଚାଳନା କରୁଛନ୍ତି, ନବୀନ ଅନ୍ଧପୁଟୁଳି ବାନ୍ଧିଛନ୍ତି । ପାଣ୍ଡିଆନଙ୍କ ଯୋଗୁଁ ଆଜି ଦଳର ଏ ସ୍ଥିତି ଓ ନିର୍ବାଚନରେ ଲୋକେ ଜବାବ ଦେଲେ । ବିଜେଡିରେ କୋଟେରୀ ଗ୍ରୁପ୍‌ କାମ କରୁଛି। କିଛି ବରିଷ୍ଠ ନେତା ଅଛନ୍ତି। ବ୍ୟୋମକେଶ ରାୟଙ୍କ ସହ କିଛି ବରିଷ୍ଠ ନେତା ଏଥିରେ ସାମିଲ୍‌ ଅଛନ୍ତି ବୋଲି ସେ କହିଛନ୍ତି।

କୋଟି କୋଟି ଟଙ୍କାର ହେର୍‌ଫେର୍‌; କିଏ ଖାଇଲା ୩୫ ଲକ୍ଷ ଟଙ୍କାର କଦଳୀ? ବିସିସିଆଇକୁ ନୋଟିସ..

Hot this week

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

Related Articles

Popular Categories