www.samajalive.in
Saturday, December 6, 2025
16.1 C
Bhubaneswar

ମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ପ୍ରମିଳା ମଲ୍ଲିକ

ଭୁବନେଶ୍ୱର : ମନ୍ତ୍ରୀ ପଦରୁ ଗୁରୁବାର ପ୍ରମିଳା ମଲ୍ଲିକ ଇସ୍ତଫା ଦେଇଛନ୍ତି। ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ବାଚସ୍ପତି ପଦ ପାଇଁ ଆଜି ବିଜେଡି ପକ୍ଷରୁ ନାମାଙ୍କନ ଭରିବେ ପ୍ରମିଳା ମଲ୍ଲିକ। ନାମାଙ୍କନ ଭରିବା ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିଛନ୍ତି।ନାମାଙ୍କନ ଭରିବା ପାଇଁ ବିଧାନସଭାରେ ପ୍ରମିଳା ମଲ୍ଲିକ ପହଞ୍ଚିଛନ୍ତି।

Hot this week

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଭିନ୍ନ ଭିନ୍ନ ଦୂରତ୍ବ ପାଇଁ କମ୍ପାନୀ ନେବେ ଏତିକି ଟଙ୍କା

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

Related Articles

Popular Categories