www.samajalive.in
Saturday, December 6, 2025
26.1 C
Bhubaneswar

ପରିତ୍ୟକ୍ତ କୂଅରୁ ନରକଙ୍କାଳ ଉଦ୍ଧାର

ପୋଲସରା: ପରିତ୍ୟକ୍ତ କୂଆ ଭିତରୁ ଏକ ନରକଙ୍କାଳ ଓ ଖପୁରୀ ଜବତ ହୋଇଛି। କୂଅରୁ ଉଦ୍ଧାରୁ ନରକଙ୍କାଳ ଜଣେ ଯୁବତୀଙ୍କ ହୋଇଥିବା ସନ୍ଦେହ କରାଯାଇଛି। କୂଅ ନିକଟ ଏକ ଗଛ ମୂଳରୁ ଯୁବତୀଙ୍କ ବ୍ୟବହୃତ ସାମଗ୍ରୀ ଓ ପର୍ସ ଉଦ୍ଧାର କରାଯାଇଛି। ମୃତ ଯୁବତୀଙ୍କ ପରିଚୟ ମିଳିନଥିବାବେଳେ ଘଟଣାସ୍ଥଳରେ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Hot this week

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

Related Articles

Popular Categories