www.samajalive.in
Saturday, December 6, 2025
16.1 C
Bhubaneswar

ପୋଲସରା ପାଇବ ମ୍ୟୁନିସିପାଲିଟି ମାନ୍ୟତା

ସମାଜ ଡିଜିଟାଲ ଡେସ୍କ: ଗଞ୍ଜାମ ଜିଲ୍ଲା ପୋଲସରାକୁ ମିଳିବ ମ୍ୟୁନିସିପାଲିଟି ମାନ୍ୟତା । ଏନେଇ ପ୍ରକ୍ରିୟା ଆରମ୍ଭ ହୋଇଛି । ଗଞ୍ଜାମ ଜିଲ୍ଲା ନଗର ଉନ୍ନୟନ ସଂସ୍ଥା ପକ୍ଷରୁ ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ଏନେଇ ଚିଠି ଲେଖାଯାଇଛି । ନିର୍ଦ୍ଧାରିତ ଫର୍ମରେ ତଥ୍ୟ ଦେବାକୁ ଚିଠିରେ ଉଲ୍ଲେଖ କରାଯାଇଛି । ଦୀର୍ଘ ଦିନ ହେବ ପୋଲସରାକୁ ମ୍ୟୁନିସିପାଲିଟି ମାନ୍ୟତା ପ୍ରଦାନ ପାଇଁ ଦାବି ହୋଇ ଆସୁଥିଲା । ଏବେ ପ୍ରକ୍ରିୟା ଆରମ୍ଭ ହୋଇଥିବାରୁ ପୋଲସରାବାସୀଙ୍କ ମହଲରେ ଖୁସିର ଲହରି ଦେଖିବାକୁ ମିଳିଛି ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories