www.samajalive.in
Friday, December 5, 2025
23.1 C
Bhubaneswar

ବାଇକ୍ ଧକ୍କାରେ ଦୁଇ ମୃତ

ପୋଲସରା :ଗଞ୍ଜାମ କବିସୂର୍ଯ୍ୟନଗର ଥାନା ଖଜାପଲ୍ଲୀ ଗାଁ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବାଟୋଇକୁ ଧକ୍କା ଦେଲା ବାଇକ, ଦୁଇ ମୃତ । ମୃତକ ମିଟୁ ପରିଡା ଓ କାଶୀନାଥ ସେଠୀ ବୋଲି ଜଣାପଡିଛି । ରାଣୀପଡାର ମିଟୁ ପରିଡା ମଞ୍ଚ ନାଟକ ସାରି ବାଇକରେ ଫେରୁଥିବାବେଳେ ଦୁର୍ଘଟଣା ଘଟିଥିଲା । ଏବଂ କାଶୀନାଥ ମର୍ଣ୍ଣିଂ ୱାକ୍ କରୁଥିବାବେଳେ ଧକ୍କା ଦେଇଥିଲା ବାଇକ । ଖବର ପାଇ କବିସୂର୍ଯ୍ୟନଗର ଥାନା ପୁଲିସ୍‌ ଘଟଣା ସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

Hot this week

ଫେବୃଆରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା; ଗଣତି ପରୀକ୍ଷା ଦିନ ଅଧିକ ୧୫ମିନିଟ୍‌

ସମାଜ ଡିଜିଟାଲ ଡେସ୍କ: ଫେବୃଆରୀ ୧୯ରୁ ରାଜ୍ୟରେ ଆରମ୍ଭ ହେବ ମାଟ୍ରିକ୍‌...

ରାଷ୍ଟ୍ରପତି ଭବନରେ ପୁଟିନଙ୍କୁ ଭବ୍ୟ ସ୍ଵାଗତ

ସମାଜ ଲାଇଭ ଡ଼େସ୍କ : ରାଷ୍ଟ୍ରପତି ଭବନରେ ପହଞ୍ଚିଲେ ରୁଷ ରାଷ୍ଟ୍ରପତି...

ବିଧାୟକଙ୍କୁ ହତ୍ୟା ଧମକ

କଣ୍ଟାବାଞ୍ଜି: ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗଙ୍କୁ ଏଠାର ରେଳ...

ପୁଲିସ ଏସ୍‌ଆଇ ପରୀକ୍ଷା ଜାଲିଆତି: ମାଷ୍ଟରମାଇଣ୍ଡ ବିରଞ୍ଚି ନାୟକ ଗିରଫ

ସମାଜ ଡିଜିଟାଲ ଡେସ୍କ: ବହୁ ଚର୍ଚ୍ଚିତ ପୁଲିସ ଏସଆଇ ପରୀକ୍ଷା ଜାଲିଆତି...

ତେରଟି ଜିଲାରୁ ରାଷ୍ଟ୍ରୀୟ ଆୟର ଅଧେ

ଭାରତ ଏଡେ ବିରାଟ ଆକାରର ଦେଶ; ମାତ୍ର ତାହାର ମୋଟ ୭୦୫...

Related Articles

Popular Categories