mission shakti banner

ଯୁବକଙ୍କୁ ଖଣ୍ଡାରେ ହାଣି ହତ୍ୟା

nua o banner

ପୋଲସରା : ଯୁବକଙ୍କୁ ଖଣ୍ଡାରେ ହାଣି ଦୁର୍ବୃତ୍ତ ହତ୍ୟା କରିଥିବା ମାମଲା ସାମ୍ନାକୁ ଆସିଛି । ବିଚ୍ ରାସ୍ତାରେ ଯୁବକଙ୍କୁ ଖଣ୍ଡାରେ ହାଣି ହତ୍ୟା କରିଛନ୍ତି ଦୁର୍ବୃତ୍ତ । କବିସୂର୍ଯ୍ୟନଗର ଥାନା ବାଲିଆସରା- ଷଣ୍ଢମରା ରାସ୍ତାରେ ଏହି ହତ୍ୟାକାଣ୍ଡ ଘଟିଛି । ପୁଲିସ ଖବର ପାଇଁ ଘଟଣାସ୍ଥଳରେ ପହଞ୍ଚି ପ୍ରାଥମିକ ଯାଞ୍ଚ ଆରମ୍ଭ କରିଛି । ପୂର୍ବ ଶତ୍ରୁତାରୁ ଏହି ହତ୍ୟାକାଣ୍ଡ ଘଟିଥିବା ଅନୁମାନ କରାଯାଉଛି ।

ମାହାଙ୍ଗା ମାମଲାରେ ରାୟ ସଂରକ୍ଷିତ

Comments are closed.