www.samajalive.in
Monday, December 8, 2025
27.1 C
Bhubaneswar

ବିଜେପି ନେତାଙ୍କ ହତ୍ୟା ଘଟଣାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପ୍ରତିକ୍ରିୟା

ଭୁବନେଶ୍ୱର : ଖୋର୍ଦ୍ଧାରେ ବିଜେପି ନେତାଙ୍କୁ ହତ୍ୟା ଘଟଣାରେ ସୋମବାର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରତିକ୍ରିୟା ରଖିଛନ୍ତି। ସେ ଟୁଇଟ୍‍ କରି କହିଛନ୍ତି, ଗଣତନ୍ତ୍ରରେ ହିଂସାର କୌଣସି ସ୍ଥାନ ନାହିଁ। ଗଣତନ୍ତ୍ର ବାଲଟର ଲଢେଇ ବୁଲେଟର ନୁହେଁ। ଏଥିସହ ବିଜେପିର ସମସ୍ତ କାର୍ଯ୍ୟକର୍ତ୍ତାଙ୍କୁ ଗଣତନ୍ତ୍ର ଉପରେ ଅତୁଟ ବିଶ୍ୱାସ ରଖି ଶାନ୍ତି ବଜାୟ ରଖିବା ପାଇଁ ସେ ବିନମ୍ର ନିବେଦନ କରିଛନ୍ତି। ଏହି ପ୍ରସଙ୍ଗରେ ପୁଲିସ ମହାନିର୍ଦ୍ଦେଶକଙ୍କ ସହ କଥା ହୋଇ ଘଟଣା ସମ୍ପର୍କରେ ଅବଗତ କରାଇଥିବା ଧର୍ମେନ୍ଦ୍ର ପ୍ରଧାନ ଟୁଇଟ କରି କହିଛନ୍ତି।

Hot this week

ନିଆଁରେ ପୋଡି ହୋଇ ଛାତ୍ରୀ ମୃତ୍ୟୁ ଘଟଣା : ୪ ଲକ୍ଷ ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ଵର :ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର ଛାତ୍ରୀଙ୍କ ମୃତ୍ୟୁ...

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ଏମଭି-୨୬ ଗାଁରେ ପୁଲିସ ଛାଉଣୀ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

ଗୋପାଳପୁର ଗଣଦୁଷ୍କର୍ମ ମାମଲା: ୫ ଅଭିଯୁକ୍ତଙ୍କ ନାଁରେ ଚାର୍ଜଫ୍ରେମ

ସମାଜଲାଇଭ ଡେସ୍କ: ଗୋପାଳପୁର ଗଣଦୁଷ୍କର୍ମ ମାମଲାରେ ଗିରଫ ହୋଇଥିବା ୧୦ ଅଭିଯୁକ୍ତଙ୍କ...

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ଜେଲ୍‌ ଦଣ୍ଡ

ନୂଆଦିଲ୍ଲୀ: ଏଣିକି ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ୫ ବର୍ଷ...

Related Articles

Popular Categories