www.samajalive.in
Saturday, December 6, 2025
16.1 C
Bhubaneswar

ଅଭିନେତ୍ରୀ ପୁନମ ପାଣ୍ଡେଙ୍କ ଅକାଳ ବିୟୋଗ

ମୁମ୍ବଇ: ମଡେଲ୍‌ ତଥା ଅଭିନେତ୍ରୀ ପୁନମ ପାଣ୍ଡେଙ୍କର ଗୁରୁବାର ରାତିରେ ପରଲୋକ ଘଟିଛି। ଏନେଇ ଅଭିନେତ୍ରୀଙ୍କ ମ୍ୟାନେଜର ସାମାଜିକ ଗଣମାଧ୍ୟମ ଜରିଆରେ ଶୁକ୍ରବାର ସୂଚନା ଦେଇଛନ୍ତି। ଏଥିସହ ଅଭିନେତ୍ରୀଙ୍କ ଇନ୍‌ଷ୍ଟାଗ୍ରାମ ଆକାଉଣ୍ଟରେ ମଧ୍ୟ ତାଙ୍କ ବିୟୋଗ ନେଇ ଏକ ପୋଷ୍ଟ ଶେୟାର କରାଯାଇଛି। ୩୨ ବର୍ଷୀୟା ପୁନମ ଜରାୟୁ କର୍କଟରେ ପୀଡ଼ିତ ଥିଲେ।

Hot this week

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

ଟିଏମ୍‌ସି ସାଂସଦଙ୍କୁ ସମ୍ବିତ ପାତ୍ରଙ୍କ କଡ଼ା ଜବାବ

‘ଓଡ଼ିଶାରେ ବାଂଲାଦେଶୀଙ୍କ ସ୍ଥାନ ନାହିଁ ’ ନୂଆଦିଲ୍ଲୀ : ଲୋକସଭା ଶୂନ୍ୟକାଳରେ ବାଂଲାଦେଶୀ...

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

ସମ୍ପାଦକୀୟ: ଇଣ୍ଡିଗୋ ସଂକଟ

ଭାରତୀୟ ବିମାନ ସେବା ଇତିହାସରେ ନିକଟ ଅତୀତରେ ଘଟିଥିବା ସବୁଠାରୁ ବଡ଼...

Related Articles

Popular Categories