www.samajalive.in
Sunday, December 7, 2025
26.1 C
Bhubaneswar

ପୋଷ୍ୟ ସନ୍ତାନ ଗ୍ରହଣ ସଚେତନତା ରଥ ଉଦ୍‍ଘାଟିତ

ଫୁଲବାଣୀ: ସ୍ଥାନୀୟ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଆନ୍ତର୍ଜାତୀୟ ପୋଷ୍ୟ ସନ୍ତାନ ଗ୍ରହଣ ସଚେତନତା ରଥ ଆଜି ଜିଲାପାଳ ଡ଼.ବୃନ୍ଦା.ଡ଼ିଙ୍କ ଦ୍ୱାରା ଉଦ୍‍ଘାଟିତ ହୋଇଯାଇଛି। ଏହି ଅବସରରେ ଅନ୍ୟମାନଙ୍କ ମଧ୍ୟରେ ଜିଲା ଶିଶୁ ସୁରକ୍ଷା ଅଧିକାରୀ ରଶ୍ମିତା କରନ୍‍, ଜିଲା ସମାଜ ମଙ୍ଗଳ ଅଧିକାରୀ ମନସ୍ୱିନୀ ମିଶ୍ର, କାର୍ଯ୍ୟକ୍ରମ ଅଦିକାରୀ ଏସ୍‍.ଗାୟତ୍ରୀ, ପୋଷ୍ୟ ସନ୍ତାନ ଗ୍ରହଣ ନିର୍ଦ୍ଦେଶକ ରବିନ୍ଦ୍ର କୁମାର ପଣ୍ଡା, ଜିଲା ଶିଶୁ ମଙ୍ଗଳ ସମିତି ଅଧ୍ୟକ୍ଷ ଅଶୋକ କୁମାର ବେହେରା, ସଖୀ ଓ ଚାଇଲ୍ଡଲାଇନର କର୍ମକର୍ତ୍ତା ପ୍ରମୁଖ ଉପସ୍ଥିତ ଥିଲେ। ଏହି ସଚେତନତା ରଥ ଜିଲାର ସମସ୍ତ ୧୨ଟି ବ୍ଳକରେ ପରିକ୍ରମା କରି ଏହାର ଲକ୍ଷ୍ୟ ଓ ଉଦ୍ଦେଶ୍ୟ ସଂପର୍କରେ ସଚେତନ କରିବ ବୋଲି ଡ଼ି.ସି.ପି.ଓ ରଶ୍ମିତା କରନ୍‍ ସୂଚନା ଦେଇଛନ୍ତି।

Hot this week

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

Related Articles

Popular Categories