www.samajalive.in
Sunday, December 7, 2025
14.1 C
Bhubaneswar

ଜାତିସଂଘର ୭୫ତମ ବାର୍ଷିକୀରେ ଷ୍ଟାମ୍ପ ଜାରି କରିବ ଭାରତୀୟ ଡାକ

ମିଳିତ ଜାତିସଂଘର ୭୫ତମ ବାର୍ଷିକୀ ଅବସରରେ ଆଜି ବୈଦେଶିକ ବ୍ୟାପାର ମନ୍ତ୍ରୀ ଡକ୍ଟର ଏସ. ଜୟଶଙ୍କରଙ୍କ ଉପସ୍ଥିତିରେ ଭାରତୀୟ ଡାକ ବିଭାଗ ଏକ ଷ୍ଟାମ୍ପ ଜାରି କରିବ। ଗଣମାଧ୍ୟମକୁ ସୂଚନା ଦେଇ ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ମୁଖପାତ୍ର ଅନୁରାଗ ଶ୍ରୀବାସ୍ତବ କହିଛନ୍ତି ଯେ ଜାତିସଂଘ ସୁରକ୍ଷା ପରିଷଦର ସମ୍ପ୍ରସାରଣକୁ ଭାରତ ସର୍ବାଧିକ ପ୍ରାଧାନ୍ୟ ଦେଇଥାଏ ଯାହା ଦ୍ୱାରା ଏହା ବିଶ୍ୱର ସମସାମୟିକ ବାସ୍ତବତାକୁ ପ୍ରତିଫଳିତ କରିଥାଏ। ସେ କହିଛନ୍ତି ଯେ ଅଣ ସ୍ଥାୟୀ ସଦସ୍ୟ ଭାବରେ ଭାରତ ଆଗାମୀ ଦିନରେ ସଂସ୍କାରମୂଳକ କାର୍ଯ୍ୟକୁ ପ୍ରାଧାନ୍ୟ ଦେବ।

Hot this week

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

କ୍ରିକେଟ୍‌ପ୍ରେମୀଙ୍କ ପାଇଁ ସ୍ୱତନ୍ତ୍ର ‘ଆମ ବସ୍’ ସେବା

ଭୁବନେଶ୍ବର: କଟକର ବାରବାଟୀ ଷ୍ଟାଡିୟମରେ ଚଳିତ ମାସ ୯ରେ ହେବାକୁ ଥିବା...

ଜାନୁଆରୀ ୨୦ରେ ଓଏସ୍‌ଏସ୍‌ଟିଇଟି

କଟକ: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ବାରା ପରିଚାଳିତ ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ...

ସୁନା ଲିଜ୍‌ ବା ଭଡା ଦେଇ ରୋଜଗାର

ନୂଆଦିଲ୍ଲୀ - ଅନେକ ଲୋକ ଗୋଲ୍ଡ ବଣ୍ଡ ସହ ସୁନାରେ ଟଙ୍କା...

Related Articles

Popular Categories